ରାଜ୍ୟ ସରକାରଙ୍କ ଏସସି, ଏସଟି ପଦୋନ୍ନତି ସଂରକ୍ଷଣ ନିର୍ଦ୍ଦେଶ ଅସିଦ୍ଧ ଘୋଷିତ
କଟକ : ପଦୋନ୍ନତିରେ ଏସ୍.ସି ଓ ଏସ୍.ଟି ସଂରକ୍ଷଣ ନେଇ ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ରାଜ୍ୟ ସରକାରଙ୍କ ଏସସି, ଏସଟି ପଦୋନ୍ନତି ସଂରକ୍ଷଣ ନିର୍ଦ୍ଦେଶକୁ ଅସିଦ୍ଧ ଘୋଷଣା କଲେ ଓଡିଶା ହାଇକୋର୍ଟ । ମାନ୍ୟବର ବିଚାରପତି ଜଷ୍ଟିସ ବିରଜା…