ଫର୍ଣ୍ଣିଚର ଦୋକାନରେ ଅଗ୍ନିକାଣ୍ଡ, ୫ ମୃତ

ହାଇଦ୍ରାବାଦ : ଗତକାଲି ବିଳମ୍ବିତ ରାତିରେ ହାଇଦ୍ରାବାଦର ନାମପାଲି ଅଞ୍ଚଳରେ ଥିବା ୪ ମହଲା ବିଶିଷ୍ଟ ଫର୍ଣ୍ଣିଚର ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଏହି ଦୁର୍ଘଟଣାରେ ୫ ଜଣ ଫସି ଯାଇଥିଲେ । ପରେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଶୀତ ଲହରୀ ପାଇଁ ଆମେରିକାରେ ୧୩,୦୦୦ ବିମାନ ବାତିଲ୍

ନୂଆଦିଲ୍ଲୀ: ଆମେରିକାରେ ତୁଷାରପାତ ପରିସ୍ଥିତିକୁ ଆହୁରି ଖରାପ କରିଛି । ଫଳରେ ହଜାର ହଜାର ବିମାନ ଉଡ଼ାଣ ବାତିଲ ହୋଇଛି । ଏଥିସହ ବିଦ୍ୟୁତ୍ ବିଭ୍ରାଟ ଏବଂ ପ୍ରବଳ ତୁଷାରପାତ ହୋଇଥିଲା, ଯାହା ଦ୍ବାରା ରାସ୍ତା ଅବରୋଧ ହୋଇଥିବା ଦେଖିବାକୁ ମିଳିଛି…

କାନାଡାକୁ ଟ୍ରମ୍ପଙ୍କ ଧମକ, ଚୀନ୍ ସହ କୌଣସି ଡ଼ିଲ କଲେ ୧୦୦% ଟାରିଫ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡାକୁ ବଡ଼ ଗୁରୁତ୍ୱପୂର୍ଣ୍ଣ ଧମକ ଦେଇଛନ୍ତି । ସେ କହିଛନ୍ତି ଯେ ଯଦି କାନାଡା ଚୀନ୍ ସହିତ କୌଣସି ପ୍ରକାରର ବାଣିଜ୍ୟ ଚୁକ୍ତି ସ୍ୱାକ୍ଷର କରେ, ତେବେ ଆମେରିକା କାନାଡା ଉପରେ ୧୦୦% ଟାରିଫ…

ଜମିବାଡି ବିବାଦକୁ ନେଇ ଆନନ୍ଦପୁରରେ ଟ୍ରିପଲ ମର୍ଡର

ଆନନ୍ଦପୁର: ଜମିବାଡି ବିବାଦକୁ ନେଇ ହତ୍ୟାକାଣ୍ଡ। ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା। ସ୍ବାମୀ, ସ୍ତ୍ରୀ ସମେତ ନାବାଳିକା ଝିଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକମାନେ ହେଲେ ଜିତେନ୍ଦ୍ର ସୋରେନ, ମାଳତୀ ସୋରେନ, ମମି ସୋରେନ।ଏହି ଘଟଣାଟି…

୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ, ସାହିତ୍ୟ ଓ ଶିକ୍ଷାକ୍ଷେତ୍ରରେ ଲେଖକ ଚରଣ ହେମ୍ବ୍ରମ ସମ୍ମାନିତ

ଭୁବନେଶ୍ୱର : ଓଡ଼ିଶାର ଚରଣ ହେମ୍ବ୍ରମଙ୍କ ସହ ୪ ଜଣଙ୍କୁ ୨୦୨୬ ପାଇଁ ପଦ୍ମଶ୍ରୀ ସମ୍ମାନ । ଓଡ଼ିଶାର ସାନ୍ତାଳୀ ଭାଷାର ବିଶିଷ୍ଟ ଲେଖକ ଚରଣ ହେମ୍ବ୍ରମଙ୍କୁ ୨୦୨୬ ପାଇଁ ପଦ୍ମଶ୍ରୀ ସମ୍ମାନ । ସାହିତ୍ୟ ଓ ଶିକ୍ଷାକ୍ଷେତ୍ର ପାଇଁ ଶ୍ରୀ…

ଘୋଷଣା ହେଲା ପୋଲିସ ସେବା ପଦକ, ସାହସିକତା ପାଇଁ ଓଡ଼ିଶାରୁ ୪ ଜଣଙ୍କୁ ମିଳିବ ମେଡାଲ

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସର ଅବ୍ୟହିତ ପୂର୍ବରୁ ପୋଲିସ ଅଗ୍ନିଶମ, ଗୃହ ରକ୍ଷୀ ଓ ଜେଲ ସଂସ୍କାର କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ମେଡାଲ ଘୋଷଣା । ସାରା ଦେଶର ୯୮୨ଜଣଙ୍କୁ ପଦକ ମିଳିବ ପୋଲିସ…

କେନ୍ଦ୍ର ସରକାରଙ୍କ ନୂଆ IAS/IPS କ୍ୟାଡର ବଣ୍ଟନ ନୀତି ଜାରି

ଭୁବନେଶ୍ବର: ବଦଳିଲା IAS/IPS କ୍ୟାଡର ନିୟମ । କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଛି ନୂଆ IAS/IPS କ୍ୟାଡର ବଣ୍ଟନ ନୀତି । ଏହି ନୂତନ ନୀତି ପୂର୍ବରୁ ପ୍ରଚଳିତ ନିୟମଗୁଡ଼ିକୁ ହଟାଇ ୨୦୨୬ ମସିହାର ସିଭିଲ୍ ସର୍ଭିସ ପରୀକ୍ଷା (CSE-2026)…

ବୃଦ୍ଧାଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ !

ସୁନ୍ଦରଗଡ଼ : ବର୍ବର, ଅମାନୁଷିକ, ଅଭାବନୀୟ ଘଟଣା । ୮୦ ବର୍ଷର ବୃଦ୍ଧାଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ରଙ୍ଗିଆଢ଼ିପା ଗାଁରେ ଘଟିଛି ଲୋମଟାଙ୍କୁରା କାଣ୍ଡ । ବୃଦ୍ଧା ଜଣକ ଦିନତମାମ ଘରୁ ନବାହାରିବାରୁ ସନ୍ଦେହରେ…

ଖଣ୍ତଗିରି ଯାତ୍ରା ପାଇଁ ୧୪ଟି ନିୟମ ଲାଗୁ କଲା କମିଶନରେଟ ପୁଲିସ

ଭୁବନେଶ୍ବର: ଖଣ୍ତଗିରି ଯାତ୍ରାକୁ ଆଖି ଆଗରେ ରଖି ଚଡଦଟି ନିୟମ ଜାରି କରିଛି କମିଶନରେଟ ପୁଲିସ୍।ଏନେଇ କମିଶନରେଟ ପୁଲିସ ପକ୍ଷରୁ ଯାତ୍ରାକମିଟି ମାନଙ୍କୁ ନୋଟିସ୍ ଜାରି କରାଯାଇଛି। ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଏହି ଚଉଦଟି ନିୟମକୁ ଜାରି କରାଯାଇଥିବା ନେଇ…

ଟ୍ୟାଙ୍କରରେ ଗୋ-ଚାଲାଣ: ୩୨ ଗୋରୁ ଉଦ୍ଧାର, ଡ୍ରାଇଭର ଚମ୍ପଟ

ଦୋବଲ: ଭଦ୍ରକ ଜିଲା ଗୋରକ୍ଷା ସଂଗଠନର ସୂଚନା ଆଧାରରେ ଧାମନଗର ଥାନା ଅଧୀନ ଏନଏଚ୍‌-୧୬ ବାରିକପୁର ଛକ ନିକଟରେ ଏକ ଗୋରୁ ବୋଝେଇ ଗାଡ଼ିକୁ ଜବତ କରାଯାଇଛି। ଗାଡ଼ି ଭିତରୁ ମୋଟ ୩୨ଟି ଗୋରୁ ଉଦ୍ଧାର କରାଯାଇଥିବା ବେଳେ, ତାହାମଧ୍ୟରୁ ୨ଟି…