ରାଜଭବନରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ଭାରତର ରାଷ୍ଟ୍ରପତି

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଭୁବନେଶ୍ୱରର ରାଜଭବନ ପରିସରରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି…

ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା‌ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବୋଧନରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି।…

ଧର୍ମଘଟ ଡାକରା ପ୍ରତ୍ୟାହାର କଲା ଓଡ଼ିଶା ବସ୍ ମାଲିକ ସଂଘ

ଭୁବନେଶ୍ୱର: ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ (AOBOA) ଡିସେମ୍ବର ୧ ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦିଆଯାଇଥିଲା। ଏନେଇ ୧୭ ନଭେମ୍ବରରେ ସଂଘ ପକ୍ଷରୁ ଚେତାବନୀ…

ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ଯୋଗୁ ବ୍ୟାପକ କ୍ଷୟକ୍ଷତି

ରାଉରକେଲା: ରାଉରକେଲା ପାନପୋଷ ରୋଡରେ ଗୁରୁବାର ସକାଳୁ ଘଟି ଯାଇଛି ଏକ ସିରିଜ୍ ଦୁର୍ଘଟଣା। ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ରାସ୍ତା କଡ଼ରେ ଠିଆ ହୋଇଥିବା ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦୁର୍ଘଟଣାରେ ଗୋଟିଏ ପଜେରୋ ଗାଡ଼ି, ଗୋଟିଏ…

“ଏ ମାଟି ମୋର କେତେ ନିଜର” : ୧୫ ବର୍ଷ ପରେ ବିଧାନସଭା ଗୃହରେ ମହାମହିମ, ବାଣ୍ଟିଲେ ଅନୁଭୂତି, ଦେଲେ ବିକଶିତ ଓଡ଼ିଶାର ମନ୍ତ୍ର

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଇତିହାସରେ ଆଜି ଯୋଡ଼ି ହୋଇଯାଇଛି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ଦୀର୍ଘ ୧୫ ବର୍ଷ ପରେ ନିଜ ପୁରୁଣା କର୍ମଭୂମିକୁ ଫେରିଛନ୍ତି ରାଇରଙ୍ଗପୁରର ପୂର୍ବତନ ବିଧାୟକ ତଥା ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସପ୍ତଦଶ ବିଧାନସଭାର…

ସ୍ଵାର୍ଥପର ଲୋକ ଦଳରୁ ପଳେଇଲେ ଭଲ

ଭୁବନେଶ୍ଵର : ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ରଖିଛନ୍ତି। ସେ କହିଛନ୍ତି ନବୀନ ବାବୁ ମୋତେ ଫୋନ୍ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ୍ ଦେବାକୁ ଯାଇନଥିଲି। କିଛି ଲୋକ ନବରନ ବାବୁଙ୍କୁ…

ଲାଲକିଲ୍ଲା ବୋମା ବିସ୍ଫୋରଣ : ଆଉ ଜଣେ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ମାମଲାରେ ଏନ୍ଆଇଏକୁ ବଡ ସଫଳତା ମିଳିଛି। ଆଉ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଆଜି ଏଜେନ୍ସି ଗିରଫ କରିଛି। ଗିରଫ ଅଭିଯୁକ୍ତ ସୋଏବ ହରିୟାଣାର ଫରିଦାବାଦର ଧୌଜ ଅଞ୍ଚଳର ବାସିନ୍ଦା। ଏହି…

ରାଜଧାନୀରେ ଦୁଇଦିନିଆ ଓଡିଶା ବିକାଶ ସମାବେଶ

ଭୁବନେଶ୍ବର : ଭୁବନେଶ୍ଵରର ଏକ ଘରୋଇ ହୋଟେଲରେ ଆଜି ଦୁଇଦିନିଆ ଓଡିଶା ବିକାଶ ସମାବେଶ ଉଦ୍ଘାଟନ ହୋଇଛି । ଏହି ସମାବେଶର ବିଭିନ୍ନ ଅଧିବେଶନ ଆୟୋଜିତ ହେବ । ଏଥିରେ ଓଡିଶା ପାଇଁ ଜନ କୈନ୍ଦ୍ରିକ, ଜଳବାୟୁ ସ୍ମାର୍ଟ ଓ ଶତାୟୁ…

ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ବଡଧରଣର ଅଦଳବଦଳ

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ବଡଧରଣର ଅଦଳବଦଳ ହୋଇଛି। ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ଲୋପାମୁଦ୍ରା ମହାପାତ୍ର। ରାଜ୍ୟ ମାଇନିଂ ବିଭାଗର ସିଭିଓ ହେଲେ…

ମହାନଦୀରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର

କଟକ: କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଅଗ୍ନିଶମ ବାହିନୀର ଟିମ ପହଞ୍ଚି ଆନିକଟରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଛି। ଉଦ୍ଧାର ପରେ ଏହା ଏକ ଶିଶୁକନ୍ୟାର ମୃତଦେହ ବୋଲି ଜଣାପଡିଥିଲା। ଶିଶୁଟିର ବୟସ ୬…