ଆତ୍ମମର୍ପଣ କଲେ କେକେବିଏନ ଡିଭିଜନର ୧୦ ମାଓବାଦୀ

କନ୍ଧମାଳ : ମାଓବାଦୀଙ୍କ ଆତ୍ମସମର୍ପଣ । କନ୍ଧମାଳ ପୋଲିସ୍ ନିକଟରେ ଆତ୍ମମର୍ପଣ କଲେ ୧୦ ମାଓବାଦୀ । ଫୁଲବାଣୀ ସ୍ଥିତ ପୋଲିସ୍ ରିଜର୍ଭ ପଡିଆ ଠାରେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆଇନଶୃଙ୍ଖଳା ADG ସଂଜୀବ ପଣ୍ଡା, ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗ୍…

ନନ୍ଦନକାନନକୁ ଆସିଲେ ୫ ପ୍ରଜାତିର ୧୧ ନୂଆ ଅତିଥି

ବାରଙ୍ଗ : ନନ୍ଦନକାନନ ଆସିଲେ ନୂଆ ଅତିଥି । ପ୍ରଥମଥର ପାଇଁ ପର୍ଯ୍ୟଟକ ଦେଖିବାକୁ ପାଇବେ ‘ରିଙ୍ଗ ଟେଲଡ୍ ଲେମୁର୍’। ଚଳିତ ବର୍ଷର ପ୍ରଥମ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଏହି ଜନ୍ତୁ ନନ୍ଦନକାନନ ଆସିଛନ୍ତି । ପ୍ରାଣୀଉଦ୍ୟାନ ନନ୍ଦନକାନନ ଓ ବିଶାଖାପାଟଣାର…

ଗର୍ଭବତୀଙ୍କୁ ହତ୍ୟା କରି ନଦୀରେ ଫିଙ୍ଗି ଦେଲେ ଶ୍ବଶୁର ଘର ଲୋକ !

ଭଦ୍ରକ: ଗର୍ଭବତୀଙ୍କୁ ଜୀବନରୁ ମାରିଦେଇ ନଦୀକୁ ଫିଙ୍ଗି ଦେଲେ ଶ୍ବଶୁର ଘର ଲୋକ । ଭଦ୍ରକ ଜିଲ୍ଲା ପୀରହାଟ ଥାନା ସାପକାତିଆ ଗାଁରେ ଜଣେ ଗର୍ଭବତୀ ମହଳାଙ୍କୁ ଯୋଜନାବଦ୍ଧ ଭାବରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମହିଳାଙ୍କୁ ଶ୍ୱଶୁର ଘର…

ରନ୍ଧନ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ରାସ୍ତାରେ ଚୁଲି ଜାଳି ପ୍ରତିବାଦ କଲା ବିଜେଡି

ଭୁବନେଶ୍ୱର : ରାଜରାସ୍ତାରେ ବିଜେଡିର ପ୍ରତିବାଦ । ରନ୍ଧନ ଗ୍ୟାସ୍ ଦରବୃଦ୍ଧି ପ୍ରତିବାଦରେ ଆଜି ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକରେ ଆନ୍ଦୋଳନ କରିଛି ବିଜେଡି । ଅଭିନବ ଢଙ୍ଗରେ ରାସ୍ତାରେ ଚୁଲି…

ଭିଜିଲାନ୍ସ ଜାଲରେ OAS ବାବୁ, ବ୍ୟାଙ୍କରେ ଜମା ଅଛି ୭ କୋଟିରୁ ଅଧିକ ଟଙ୍କା, ନଗଦ ୨ ଲକ୍ଷ ୧୫ ହଜାର ଟଙ୍କା ଜବତ

କଟକ: ଭିଜିଲାନ୍ସ ଜାଲରେ OAS ବାବୁ । କଟକ କଣ୍ଟାପଡା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଯାଞ୍ଚ କରୁଛି ଟିମ୍ ।OAS ବାବୁଙ୍କ ବ୍ୟାଙ୍କରେ ୭ କୋଟିରୁ ଅଧିକ ଜମା । ଏବେ…

ମଧ୍ୟପ୍ରାଚ୍ୟରେ ଫସିଛନ୍ତି ଓଡ଼ିଆ ଶ୍ରମିକ: ସ୍ବଦେଶ ଫେରାଇ ଆଣିବାକୁ ପରିବାରର ନିବେଦନ

କେନ୍ଦ୍ରାପଡା : ମଧ୍ୟପ୍ରାଚ୍ୟରେ ଫସିଛନ୍ତି ଓଡ଼ିଆ ଶ୍ରମିକ । ଆମେରିକା ଓ ଇରାନ ଯୁଦ୍ଧର ଖବର ଶୁଣି ଫସିଥିବା ଓଡ଼ିଆ ଶ୍ରମିକଙ୍କ ପରିବାର ଲୋକ ଅସ୍ତବ୍ୟସ୍ତ । ଘର ଲୋକଙ୍କ କାନ୍ଦବୋବାଳିରେ ଫାଟୁଛି ଗାଁ ଦାଣ୍ଡ । କେନ୍ଦ୍ରାପଡା ଜିଲ୍ଲା ଆଳି…

ରେଢାଖୋଲ ବନଖଣ୍ଡର ବିଭିନ୍ନ ରେଞ୍ଜର ଜଙ୍ଗଲରେ ଲାଗିଛି ନିଆଁ

ରେଢାଖୋଲ: ଜଳୁଛି ଜଙ୍ଗଲ। ରେଢାଖୋଲ ବନଖଣ୍ଡର ବିଭିନ୍ନ ରେଞ୍ଜର ଜଙ୍ଗଲରେ ଲାଗିଛି ନିଆଁ । ହୁ ହୁ ହୋଇ ଜଳୁଛି ଜଙ୍ଗଲ । କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଯୋଗୁ ବହୁ ମୂଲ୍ୟବାନ ଗଛ ପୋଡି…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ଘରୋଇ ହସ୍ପିଟାଲରେ ଉତ୍ତେଜନା

କଟକ: ଜଲାରପୁର ଗାଁର ଜ୍ୟୋତିରଞ୍ଜନ ବାରିକଙ୍କ ପତ୍ନୀ ଚନ୍ଦ୍ରକାନ୍ତାଙ୍କର ଗଲ୍ ବ୍ଲାଡରରେ ଷ୍ଟୋନ ଅପରେସନ ପାଇଁ ଭର୍ତ୍ତି କରାଯାଇଥିଲା । ଅପରେସନ ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କ, ଠିକ୍ ସମୟରେ ଆସୁନି ସିଲିଣ୍ଡର

ଭୁବନେଶ୍ବର: ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଗ୍ୟାସ୍ ଯୋଗାଣରେ ବାଧା । ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର। ଏଲପିଜି ସିଲିଣ୍ଡର ପାଇଁ ଏଜେନସୀ ଆଗରେ ଲମ୍ବା ଲାଇନ। ସ୍ଥିତି ଏମିତି ହେଇଛି ଯେ, ୨୦-୨୫…

କର୍ତ୍ତବ୍ୟରେ ଅବହେଳା ଅଭିଯୋଗ, ୩ ବନ କର୍ମଚାରୀ ନିଲମ୍ବିତ

କେନ୍ଦୁଝର: କର୍ତ୍ତବ୍ୟରେ ଅବହେଳା ପାଇଁ ୩ ବନ କର୍ମଚାରୀ ସସପେଣ୍ଡ । କେନ୍ଦୁଝର ବନବିଭାଗ ମୁଖ୍ୟାଳୟରେ ଅନୁପସ୍ଥିତି ଓ ଅଗ୍ନି ପରିଚାଳନାରେ ଅବହେଳା ଯୋଗୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କେନ୍ଦୁଝର ଫରେଷ୍ଟର ପ୍ରମୋଦ ବେହେରାଙ୍କୁ ନିଲମ୍ବନ କରାଯାଇଛି । ଏହାସହ ଘଟଗାଁ…