ଆରବ ରାଷ୍ଟ୍ରଗୁଡିକ ଉପରେ ଇରାନର ଆକ୍ରମଣକୁ ଆରବ ଲିଗ୍ର ନିନ୍ଦା
କାଏରୋ: ଆରବ ରାଷ୍ଟ୍ରଗୁଡିକ ଉପରେ ଇରାନର ଆକ୍ରମଣକୁ ଆରବ ଲିଗ୍ ମୁଖ୍ୟ ନିନ୍ଦା କରିଛନ୍ତି। ଆରବ ଲିଗ୍ ମହାସଚିବ ଅହମ୍ମଦ ଆବୌଏଲ୍ କହିଛନ୍ତି ଯେ ପଡ଼ୋଶୀ ଆରବ ଦେଶଗୁଡ଼ିକ ଉପରେ ଆକ୍ରମଣ କରି ଇରାନ ଏକ ବଡ ରଣନୈତିକ ଭୁଲ୍ କରୁଛି।…
କାଏରୋ: ଆରବ ରାଷ୍ଟ୍ରଗୁଡିକ ଉପରେ ଇରାନର ଆକ୍ରମଣକୁ ଆରବ ଲିଗ୍ ମୁଖ୍ୟ ନିନ୍ଦା କରିଛନ୍ତି। ଆରବ ଲିଗ୍ ମହାସଚିବ ଅହମ୍ମଦ ଆବୌଏଲ୍ କହିଛନ୍ତି ଯେ ପଡ଼ୋଶୀ ଆରବ ଦେଶଗୁଡ଼ିକ ଉପରେ ଆକ୍ରମଣ କରି ଇରାନ ଏକ ବଡ ରଣନୈତିକ ଭୁଲ୍ କରୁଛି।…
ନୂଆଦିଲ୍ଲୀ: ଯୁଦ୍ଧ ଯୋଗୁଁ ମଧ୍ୟପ୍ରାଚ୍ୟରେ ଅଟକି ରହିଥିବା ଭାରତୀୟଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୫୨ ହଜାର ନାଗରିକ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିସାରିଛନ୍ତି। ମଧ୍ୟପ୍ରାଚ୍ୟର କେତେକ ରାଷ୍ଟ୍ର ସେମାନଙ୍କର ଆକାଶସୀମାକୁ ଆଂଶିକ ଖୋଲା ରଖିବା ଫଳରେ ଏହି ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ସମ୍ଭବ ହୋଇପାରିଛି…
ତେହରାନ : ଆମେରିକା ଓ ଇସ୍ରାଏଲ ବିରୋଧୀ ଯୁଦ୍ଧରେ ଇରାନର ପକ୍ଷ ନେଇଛି ରୁଷ୍। ଇରାନ ପାଇଁ ରୁଷ୍ ପ୍ରତ୍ୟକ୍ଷ ଯୁଦ୍ଧକୁ ଓହ୍ଲାଇ ନଥିଲେ ମଧ୍ୟ ଏହାକୁ ଆନୁଷଙ୍ଗିକ ସହାୟତା ଯୋଗାଇ ଦେଉଛି। ପୂର୍ବରୁ ଇରାନକୁ ରୁଷ୍ ସାମରିକ ଗୁଇନ୍ଦା ସୂଚନା…
ନୂଆଦିଲ୍ଲୀ: ବିଶ୍ୱରେ ଯୁଦ୍ଧର ନିଆଁ । ଆକାଶଛୁଆଁ ଅଶୋଧିତ ତୈଳ ଦର । ୧୦୦ ଡଲାର ପାର୍ କଲା ଦର । ଇରାନ ସହ ଆମେରିକା ଓ ଇସ୍ରାଏଲ୍ ର ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ Crude Oil ଦରରେ ପ୍ରବଳ…
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଭୟଙ୍କର ହେଉଛି ମହାଯୁଦ୍ଧ । ଗତକାଲି ଉଭୟ ଦେଶ ତୈଳ ଭଣ୍ଡାରଗୁଡ଼ିକକୁ ଟାର୍ଗେଟ କରିଛନ୍ତି । ଇସ୍ରାଏଲର ଆକ୍ରମଣର ଜବାବରେ ଇରାନ ଶକ୍ତିଶାଳୀ ‘ଫତହ-୨’ହାଇପର୍ ସୋନିକ୍ ମିସାଇଲରେ ଆଟାକ କରିଛି । ଇରାନୀ କ୍ଷେପଣାସ୍ତ୍ର ଇସ୍ରାଏଲର ଅଭେଦ୍ୟ ସୁରକ୍ଷା…
ବାଂଶପାଳ: କେନ୍ଦୁଝର ଜିଲ୍ଲା ସଦର ଥାନା ଶୁଆକାଟି ଫାଣ୍ଡି ତେନ୍ତୁଳିଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି | ଟ୍ରକକୁ ବାଇକ ଧକ୍କା ଦେଇଥିବାବେଳେ ଘଟଣାସ୍ଥଳରେ ବାପ ଓ ୩ ବର୍ଷର ଶିଶୁ ପୁତ୍ରଙ୍କର ମୃତ୍ୟୁ ହୋଇଯାଇଛି | ଏହି ଦୁର୍ଘଟଣାରେ ସ୍ତ୍ରୀ ଗୁରୁତର…
ପାପଡାହାଣ୍ଡି: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଖୁଟବାଇ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନ ଦାମାପାଳା ଗ୍ରାମ ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କର ମୃତ୍ୟୁ ହୋଇଯାଇଛି | ମୁତ ଶିଶୁ ଦୁଇ ଜଣ ସମ୍ପର୍କୀୟ ଭଉଣୀ | ସୂଚନା ଅନୁଯାୟୀ ଦାମାପାଳା ଗ୍ରାମର ମାନସୀ…
ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକଙ୍କ ପରଲୋକ। ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରି କହିଛନ୍ତି ତାଙ୍କର ବିୟୋଗ…
ରେଙ୍ଗାଲି କ୍ୟାମ୍ପ : ବରଗଡ ଜିଲା ଅତାବିରା ଥାନା ଅନ୍ଧାରିପାଲି ଗାଁରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ବେଣୁଧର ଛୁରିଆ (୫୫)ବୋଲି ଜଣାପଡିଛି। ଆଜି ଭୋର ସମୟରେ ବେଣୁଧର ନିଜ ଚାଷ ଜମିକୁ ଦେଖିବାକୁ…
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି । ବଜାରରେ ଖାଇବା ତେଲ ଦର ବୃଦ୍ଧି ହୋଇଛି। କିଛିଦିନ ତଳେ ରିଫାଇନ୍ ତେଲ ଲିଟର ୧୬୦ଟଙ୍କାରେ ବିକ୍ରି ହେଉଥିବାବେଳେ ଦୁଇଦିନ ହେଲା ଲିଟର ପିଛା ୧୭୦ଟଙ୍କାରେ ବିକ୍ରି…