ରାଜ୍ୟରେ ପ୍ରତିଷ୍ଠା ହେବ ପ୍ରଥମ ହ୍ୟାଣ୍ଡବଲ ସ୍ପୋର୍ଟ୍ସ ହଷ୍ଟେଲ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ଓଡ଼ିଶାର ପ୍ରଥମ ୧୦୦ ଶଯ୍ୟା ବିଶିଷ୍ଟ ହ୍ୟାଣ୍ଡବଲ ସ୍ପୋର୍ଟ୍ସ ହଷ୍ଟେଲର ପ୍ରତିଷ୍ଠା ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ରାଜ୍ୟରେ କ୍ରୀଡାର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି ସରକାର । କେନ୍ଦୁଝର ଜିଲ୍ଲାରେ…

ମକରସଂକ୍ରାନ୍ତିରେ ଲିଙ୍ଗରାଜଙ୍କ ନୀତିକାନ୍ତିରେ ବିଭ୍ରାଟ

ଭୁବନେଶ୍ୱର: ତୁଟିଲାନି ନବାଙ୍କ ବେଢ଼ା କ୍ଷୀର ଆଉଟା ସେବା ଅଧିକାର ବିବାଦ। ବନ୍ଦ ରହିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି। ମଙ୍ଗଳବାର ସନ୍ଧ୍ୟାଧୂପଠାରୁ ଉପବାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ। ମନ୍ଦିରରେ ନୀତିକାନ୍ତି ସବୁ ବନ୍ଦ ରହିଛି। ଗତକାଲି ସନ୍ଧ୍ୟାରୁ ଉପବାସରେ ଠାକୁର। ଆଜି ମକର…

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ଵର: ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି। ବ୍ଲକରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆରେ ହେବ। ଏଥିରେ ଖିଲାପ…

ରାଜ୍ୟରେ ଆଉ ଏକ ପୋଲିସ ଜିଲ୍ଲା ଗଠିତ

ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ଆଉ ଏକ ପୋଲିସ ଜିଲ୍ଲା। ନୂଆ ରାଇରଙ୍ଗପୁର ପୋଲିସ ଜିଲ୍ଲା ଗଠନ କଲେ ସରକାର। ମୟୂରଭଞ୍ଜ ପୋଲିସ ଜିଲ୍ଲା ଭାଗ ହୋଇ ଗଠନ ହେଲା ନୂଆ ପୋଲିସ ଜିଲ୍ଲା । ରାଇରଙ୍ଗପୁରରେ ରହିବ ଏହାର ମୁଖ୍ୟାଳୟ।…

ଇରାନ ହିଂସାରେ ୨୦୦୦ ଟପିଲା ମୃତ୍ୟୁ ସଂଖ୍ୟା

ଇରାନ: ଇରାନ ହିଂସା ଘଟଣାରେ ମୃତ୍ୟୁ ସଂଖ୍ୟା ୨୦୦୦ ଟପିଛି । ଯାହାକୁ ନେଇ ଇରାନର ଶାସନ ମୁଖ୍ୟ ବା ସୁପ୍ରିମ ଲିଡର ଆମେରିକା ଉପରେ ଦୋଷ ଲଦିଛନ୍ତି । ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲ୍ଲୀ ଖାମେନେଇ କହିଛନ୍ତି, କିଛି…

୬ଦିନ ବନ୍ଦ ରହିବ ଦିଲ୍ଲୀ ବିମାନବନ୍ଦର

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର, ଚଳିତ ମାସରେ ଦିଲ୍ଲୀ ବିମାନବନ୍ଦର ଛଅ ଦିନ ପାଇଁ ବନ୍ଦ ରହିବ। କେନ୍ଦ୍ର ସରକାର ଜାନୁଆରୀ ୨୧ ରୁ ଜାନୁଆରୀ ୨୬ ତାରିଖ ପର‌୍ୟ୍ୟନ୍ତ ଦିଲ୍ଲୀର ଆକାଶମାର୍ଗ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇ…

ସୀମା ପାର୍‌ ଆତଙ୍କବାଦୀଙ୍କୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ

ନୂଆଦିଲ୍ଲୀ : ସୀମା ପାର୍‌ ଆତଙ୍କବାଦୀଙ୍କ କାର୍ଯ୍ୟକୁ ଦେଇ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ ଚେତାବନୀ ଦେଇଛନ୍ତି। ​‌ସେ କହିଛନ୍ତି ଏବେବି ଅପରେସନ ସିନ୍ଦୂର ଜାରି ରହିଛି ।ଭବିଷ୍ୟତରେ କୌଣସି ଅପରାଧ ଘଟାଇଲେ ଦୃଢ଼ତାର ସହ ଏହାର ଜବାବ ଦିଆଯିବ।…

ଆଉ ମିଳିବନି ୧୦ ମିନିଟ ଡେଲିଭରି ସେବା, ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ପାଇଁ ନିଷ୍ପତ୍ତି ନେଲେ ସରକାର

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଏବେ ଆଉ ମିଳିବନି ୧୦ ମିନିଟରେ ଡେଲିଭରି । ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଶ୍ରମ ମନ୍ତ୍ରଣାଳୟ ୧୦ ମିନିଟ୍ ଡେଲିଭରି ଉପରେ…

ପାକିସ୍ତାନରେ ଆଇଇଡି ବିସ୍ଫୋରଣ, ଏସଏଚଓ ସମେତ ୬ ପୋଲିସକର୍ମୀ ମୃତ

ପାକିସ୍ତାନ : ପାକିସ୍ତାନରେ ଆଇଇଡି ବ୍ଲାଷ୍ଟରେ ଜଣେ ଏସଏଚଓ ସମତେ ୬ ପୋଲିସକର୍ମୀ ମୃତ୍ୟୁ ହୋଇଥିବା ଜଣାପଡିଛି । ପାକିସ୍ତାନର ଖୈବର ପଖତୁନଖ୍ବା ଅଞ୍ଚଳରେ ହୋଇଛି । ପଖତୁନଖ୍ବାର ଟୋଙ୍କ ଜିଲ୍ଲାରେ ଆଇଇଡି ବିସ୍ଫୋରଣ ଯୋଗୁଁ ଗୋମଲ ପୋଲିସ ଷ୍ଟେସନର ଏସଏଚ୍ଓଙ୍କ…

ପଶ୍ଚିମବଙ୍ଗରେ ନିପା ଭାଇରସ ସଂକ୍ରମଣ, ସରକାର ଜାରି କଲେ ହେଲପଲାଇନ୍ ନମ୍ବର

କୋଲକାତା : ପଶ୍ଚିମବଙ୍ଗରେ ନିପା ଭାଇରସର ଦୁଇଟି ମାମଲା ସାମ୍ନାକୁ ଆସିଛି । ଏହି ସଂକ୍ରମଣ ବ୍ୟାପିବା ଯୋଗୁଁ ସ୍ବାସ୍ଥ୍ୟ ବିଭାଗକୁ ସତର୍କ କରାଯାଇଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ମମତା ବାନାର୍ଜୀଙ୍କ ସହ କଥା ହୋଇଛନ୍ତି ।…