ବାଂଲାଦେଶରେ ପୁଣି ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା

ଢାକା : ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ଆକ୍ରମଣ ଉଗ୍ରରୂପ ଧାରଣ କରୁଥିବାବେଳେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ନାମ ଜୟ ମହାପାତ୍ର ହୋଇଥିବାବେଳେ ସେ ସୁନାମଗଞ୍ଜ ଜିଲା ଅନ୍ତର୍ଗତ ଭାଙ୍ଗାଦୋହର ଗ୍ରାମ ବାସିନ୍ଦା ବୋଲି ଜଣାପଡିଛି। ପରିବାର…

ହସ୍ତକ୍ଷେପ କଲେ ମୋଦି, ଏକ୍ସରେ ଏକ ପୋଷ୍ଟକୁ ନେଇ ନିଜର ଭୁଲ ସ୍ୱୀକାର କଲା କମ୍ପାନୀ

ନୂଆଦିଲ୍ଲୀ : ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟକୁ ନେଇ କମ୍ପାନୀ ନିଜର ଭୁଲ ସ୍ୱୀକାର କରିଛି । ଭାରତୀୟ ଆଇନ ଅନୁଯାୟୀ କମ୍ପାନୀ କାମ କରିବ ବୋଲି ନିଷ୍ପତ୍ତି ନେଇଛି । ପୂର୍ବରୁ ଏକ୍ସରେ ଆପତ୍ତିଜନକ ଫଟୋ ପ୍ରସଙ୍ଗରେ…

ଶୌର୍ଯ୍ୟ ଯାତ୍ରା ପରେ ସୋମନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ

ଗୁଜରାଟ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଦିନିଆ ଗୁଜୁରାଟ ଗସ୍ତରେ ଦ୍ବିତୀୟ ଦିନରେ ସୋମନାଥ ମନ୍ଦିରରେ ପହଞ୍ଚିଛନ୍ତି । ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଏକ ବିଶାଳ ରୋଡ୍ ଶୋ’ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ରାସ୍ତାର ଉଭୟ ପାର୍ଶ୍ବରେ ଲକ୍ଷ…

କମୁନି ଶୀତ, ଦିଲ୍ଲୀରେ ୟେଲୋ ଆଲର୍ଟ ଜାରି କଲା IMD

ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆରରେ ଥଣ୍ଡା ପାଗ ରେକର୍ଡ ସୃଷ୍ଟି କରିଛି । ସର୍ବନିମ୍ନ ତାପମାତ୍ରା ୩° ସେଲସିୟସ୍ ପହଞ୍ଚିଛି । ଘନ କୁହୁଡ଼ି ଏବଂ ଥଣ୍ଡା ପାଗ ଯୋଗୁଁ IMD ୟେଲୋ ଆଲର୍ଟ ଜାରି କରିଛି । ସୂଚନାନୁଯାୟୀ, ଶନିବାର-ରବିବାର ରାତିରେ…

ସିରିୟା ISIS ଆଡ୍ଡା ଉପରେ ଆମେରିକାର ଏୟାରଷ୍ଟ୍ରାଇକ

ନୂଆଦିଲ୍ଲୀ : ଆଇଏସର ଆତଙ୍କବାଦୀଙ୍କ ଉପରେ ପୁଣି ଥରେ ଏୟାର ଷ୍ଟ୍ରାଇକ୍ କରିଛି ଆମେରିକା । ଆମେରିକା ଆଇଏସର ଅନେକ ଠିକଣା ଉପରେ ମିସାଇଲ ମାଡ଼ କରିଛି । ଗତ ମାସରେ ଆମେରିକାର ତିନି ଜଣ ନାଗରିକଙ୍କୁ ହତ୍ୟା ପରେ ଶନିବାର…

୨୦ କୋଟି ଟଙ୍କାର ଠକେଇ, ଆନ୍ତଃରାଜ୍ୟ ଗ୍ୟାଙ୍ଗର ୧୨ସାଇବର ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ବର : ୨୦କୋଟି ଟଙ୍କାର ସାଇବର ଠକେଇ । କମିଶନରେଟ ପୋଲିସକୁ ବଡ଼ ସଫଳତା । ଆନ୍ତଃରାଜ୍ୟ ଗ୍ୟାଙ୍ଗର ୧୨ଗିରଫ । ଏଥିରେ ବିହାରର ୭, କେରଳର ୪, ଓଡ଼ିଶାରୁ ଜଣେ ଗିରଫ । ସେମାନଙ୍କ ନିକଟରୁ ୩୦ କି ପ୍ୟାଡ…

ବ୍ୟବସାୟୀଙ୍କୁ ପଥରରେ ଛେଚି ହତ୍ୟା

କଟକ: କଟକରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ଖାନନଗର ଅଞ୍ଚଳର ରାସ୍ତା କଡ଼ରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ । ମୃତ ମାଛ ବ୍ୟବସାୟୀ ପୁରୀଘାଟ ଅଞ୍ଚଳର ପପୁ ଦାଶ । ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି…

ବିଲ ମଝିରୁ ଅଧାପୋଡା ମୃତଦେହ ଜବତ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବିଲ ମଝିରୁ ମିଳିଲା ଅଧାପୋଡା ମୃତଦେହ । ମୃତଦେହ ଜବର କରି ତଦନ୍ତ କରୁଛି ପୁଲିସ । ରାଜ୍ୟରେ ଦିନକୁ ଦିନ ବଢୁଥିବା ଅପରାଧ ପୁଲିସ ପାଇଁ ମୁଣ୍ଡବିନ୍ଧ ସାଜୁଛି । କିନ୍ତୁ ଅପରାଧ କମିବା ବଦଳରେ…

ରାଜଧାନୀରେ ଜଳିଗଲା ଆଉ ଏକ ଆମ ବସ

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ବରରେ ପୁଣିଥରେ ‘ଆମ ବସ’ରେ ନିଆଁ । ପଟିଆରେ ଥିବା ଏକ ବସ୍ ଡିପୋରେ ବସରେ ଅଗ୍ନିକାଣ୍ଡ ଘଟିଛି । ବସରେ ନିଆଁ ଲାଗିବା ପରେ ସାରା ଅଞ୍ଚଳରେ ଧୂଆଁମୟ ହୋଇଯାଇଥିଲା । ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ…

୧୫ରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା

ବରଗଡ଼: ଜାନୁଆରୀ ୧୫ ତାରିଖରେ ବରଗଡ଼ ବନ୍ଦ ଡାକରା ଦିଆଯାଇଛି। ବରଗଡ଼ ଜିଲାରୁ ରୋହିଙ୍ଗୀଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ…