ଦିଲ୍ଲୀ ବିସ୍ଫୋରଣ ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଇଆଲର୍ଟ
ଭୁବନେଶ୍ବର: ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ଜାରି ହୋଇଛି ହାଇଆଲର୍ଟ । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର ଅଞ୍ଚଳରେ ଆଲର୍ଟ ଜାରି ହୋଇଛି । ବସ ଷ୍ଟାଣ୍ଡ, ରେଲୱେ ଷ୍ଟେସନ, ସମୁଦ୍ର କୂଳ…
