ଘର ଛାତ ଭୁଶୁଡ଼ି, ୫ ମୃତ
ପାଟନା : ବିହାର ରାଜଧାନୀ ପାଟନାରେ ବଡ଼ ଅଘଟଣ । ପାଟନାରେ ଏକ ବିଲିଡିଂର ଛାତ ଭୁଶୁଡିବା ଯୋଗୁଁ ୫ ଜଣଙ୍କ ମୃତ୍ୟୁ ହୋଇଛି । ରାତିରେ ଶୋଇଥିବା ବେଳେ ଛାତ ଗଳିପଡିଥିଲା । ସମସ୍ତ ମୃତକ ଗୋଟିଏ ପରିବାରର ରହିଥିଲେ…
ପାଟନା : ବିହାର ରାଜଧାନୀ ପାଟନାରେ ବଡ଼ ଅଘଟଣ । ପାଟନାରେ ଏକ ବିଲିଡିଂର ଛାତ ଭୁଶୁଡିବା ଯୋଗୁଁ ୫ ଜଣଙ୍କ ମୃତ୍ୟୁ ହୋଇଛି । ରାତିରେ ଶୋଇଥିବା ବେଳେ ଛାତ ଗଳିପଡିଥିଲା । ସମସ୍ତ ମୃତକ ଗୋଟିଏ ପରିବାରର ରହିଥିଲେ…
ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ (ଆରଏସ୍ଏସ୍) ଏକ ପଞ୍ଜିକୃତ ସଂଗଠନ ନୁହେଁ। କାରଣ ଏହା ସରକାରଙ୍କ କୌଣସି ଆଇନ ଅନୁଯାୟୀ ପଞ୍ଜୀକରଣ ହୋଇ ନାହିଁ। ପଞ୍ଜୀକରଣ ହୋଇ ନଥିବା ସତ୍ତ୍ବେ ଏହାର ଆଇନଗତ ବୈଧତା ରହିଛି ବୋଲି ଆରଏସ୍ଏସ୍ ମୁଖ୍ୟ ମୋହନ…
ପାଟନା: ବିହାରର ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୨୦ଟି ଜିଲାର ୧୨୨ଟି ଆସନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ହେବ। ନଭେମ୍ବର ୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ…
ଇସଲାମାବାଦ: ପାକିସ୍ତାନ ସରକାର ପାର୍ଲାମେଣ୍ଟରେ ୨୭ତମ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି। ଶନିବାର ପାର୍ଲାମେଣ୍ଟରେ ଆଗତ ହୋଇଥିବା ଏହି ବିଲ୍ ଦ୍ବାରା ପାକିସ୍ତାନ ସମ୍ବିଧାନର ଧାରା ୨୪୩ରେ ପରିବର୍ତ୍ତନ କରାଯିବ। ଧାରା ୨୪୩ରେ ପାକିସ୍ତାନ ସୈନ୍ୟ ବାହିନୀର ଗଠନ ପ୍ରକ୍ରିୟା…
ନୂଆଦିଲ୍ଲୀ: ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ବିସ୍ଫୋରଣ ଘଟିଛି। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି| ଏକ କାରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଦିଲ୍ଲୀ ପୁଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ବିସ୍ଫୋରଣ ଭୟଙ୍କର ଥିବା…
ଭୁବନେଶ୍ଵର : ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ। ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍ ଗିରଫ କରିଛି। ଅଭିଯୁକ୍ତଠାରୁ ମାରଣାସ୍ତ୍ର ମଧ୍ୟ ଜବତ କରିଛି। ଭୁବନେଶ୍ୱରର…
ଭୁବନେଶ୍ୱର: ଇଭିଏମ୍ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍ ଆସିନାହିଁ…
ଭୁବନେଶ୍ୱର: ପାହାଳ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିରେ ସ୍ଵାମୀ ସ୍ତ୍ରୀ କଟକରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ବେଳେ ପାହାଳ ଓଭରବ୍ରିଜ ଉପରେ ବସ ସାଇଡ୍ ମାରିବାରୁ ଉଭୟ ଟ୍ରକ୍ ଚକା ତଳେ ଚାପି ହୋଇଯାଇଥିଲେ ।…
ଭୁବେନଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ…
କଟକ: ଜାତୀୟ ଫସଲ ଯୋଜନାରେ କୃଷିଭିତ୍ତିକ ଉତ୍ପାଦନ ବୃଦ୍ଧି କରି ଚାଷୀମାନଙ୍କୁ ଆତ୍ମନିର୍ଭର କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୋମବାର କଟକ ବିଦ୍ୟାଧରପୁରସ୍ଥିତ ରାଷ୍ଟ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ…