ସମ୍ବେଦନଶୀଳ ବୁଥ୍ରେ ସୁରକ୍ଷା କଡ଼ାକଡ଼ି କରିବାକୁ ଦାବୀ କଲା ବିଜେଡି
ଭୁବନେଶ୍ବର: ଆସନ୍ତାକାଲି ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ସରିଛି । କିନ୍ତୁ ଏହାରି ଭିତରେ ନିର୍ବାଚନ ଅଧଇକାରୀଙ୍କ ନିକଟକୁ ଅଭିଯୋଗ ଆଣିଛି ବିରୋଧି ବିଜୁ ଜନତା ଦଳ । ସମ୍ବେଦନଶୀଳ ବୁଥ୍ରେ ସୁରକ୍ଷା…
