କଟକରେ କଙ୍ଗାରୁ କୋର୍ଟ : ପୂର୍ବଶତ୍ରୁତାରୁ ନାବାଳକଙ୍କୁ ଉଲଗ୍ନ କରି ମାଡ଼, ଭିଡ଼ିଓ ଭାଇରାଲ୍
କଟକ: କଟକ ଚାଉଳିଆଗଞ୍ଜ ଅଂଚଳରେ କଙ୍ଗାରୁ କୋର୍ଟ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ନାବାଳକଙ୍କୁ ଉଲଗ୍ନ କରି ମାଡ଼ ମାରିବା ଭିଡ଼ିଓ ସମ୍ପ୍ରତି ଭାଇରାଲ୍ ହେବାରେ ଲାଗିଛି। ମାଡ଼ମାରିଥିବା ଯୁବକମାନେ ହିଁ ଭିଡ଼ିଓ ଉତ୍ତୋଳନ କରି ସାମାଜିକ ଗଣମାଧ୍ୟମରେ ଛାଡ଼ିଥିବା ଜଣାଯାଇଛି।…