ଲାଞ୍ଚ ନେଇ ଧରାପଡ଼ିଲେ କେନ୍ଦୁଝର ଡିଏସଏସଓ

କେନ୍ଦୁଝର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ଵାରା ଗିରଫ ହୋଇଛନ୍ତି କେନ୍ଦୁଝର ଡିଏସଏସଓ(ଜିଲା ସାମାଜିକ ନିରାପତ୍ତା ଅଧିକାରୀ) ବିପ୍ଳବ କେଶରୀ ସାମନ୍ତରାୟ। ବିପ୍ଳବ ଏକ ଏନଜିଓଠାରୁ ଏହି ଲାଞ୍ଚ ଅର୍ଥ ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସୂଚନା…

ବେଆଇନ କ୍ଲିନିକ୍ ଉପରେ ଚଢାଉ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ରାୟଗଡ଼ା: ରାୟଗଡା ଜିଲ୍ଲା ଗୁଣପୁର ସହରରେ ବେଆଇନ ଭାବରେ ଚାଲିଥିବ ଏକାଧିକ କ୍ଲିନିକ୍ ଉପରେ ଆଜି ଚଢାଉ ହୋଇଛି । ଗୁଣପୁର ଉପଜିଲ୍ଲାପାଳ ଅଭିଷେକ ଦିଲୀପ ଦୁଧାଲ ଏହି ଚଢାଉ କରି ଉକ୍ତ ଦୋକାନ ଗୁଡିକରେ କୌଣସି କାଗଜ ପତ୍ର ନଥାଇ…

ସୀମା ବିବାଦକୁ ନେଇ ଉତ୍ତେଜନା; ଓସ୍ତପୁର-କୋଟପଲ୍ଲା ଗାଁରେ ପୁଣି ଲାଗିଲା ୧୬୩ ଧାରା

ଖୋର୍ଦ୍ଧା: ସୀମା ବିବାଦକୁ ନେଇ ଉତ୍ତେଜନା। ପୁଣି ଲାଗିଲା ୧୬୩ ଧାରା। ବାଘମାରୀ ଥାନାର ଓସ୍ତପୁର-କୋଟପଲ୍ଲା ଗାଁରେ ୧୬୩ ଧାରା ଲାଗୁ। ଗତକାଲି ସୀମା ବିବାଦକୁ ନେଇ ପୋଡାଜଳା ପରସ୍ଥିତି ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଲିସ…

‘ଗ୍ରୀନ୍‌ ଇଣ୍ଡିଆ’ ଚିଟଫଣ୍ଡ କମ୍ପାନୀ ପରିଚାଳନା ନିର୍ଦ୍ଦେଶକଙ୍କ ଘରେ ଇଡି ରେଡ୍

ବ୍ରହ୍ମପୁର: ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ କମ୍ପାନୀ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ସିଂଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢାଉ ହୋଇଛି । ଆଜି ଇଡିର ୬ ଜଣିଆ ଦଳ ବ୍ରହ୍ମପୁର ଆଯୋଧ୍ୟାନଗର ୨ୟ ଲାଇନ୍ ସ୍ଥିତ ପ୍ରଦୀପଙ୍କ ବାସ ଭବନରେ ପହଞ୍ଚି…

ନୂଆପଡା ପାଇଁ କଂଗ୍ରେସ ପ୍ରକାଶ କଲା ନିର୍ବାଚନୀ ଇସ୍ତାହାର

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ପ୍ରଥମ ଥର ଉପନିର୍ବାଚନରେ କଂଗ୍ରେସ ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି । ଦଳର ସମସ୍ତ ବରିଷ୍ଠ ନେତା, ସାଂସଦ, ବିଧାୟକ, ସଭାପତି, ପୂର୍ବତନ ସଭାପତିଙ୍କ ଉପସ୍ଥିତିରେ…

ନୂଆପଡ଼ାରେ ଜୟଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କୋମନାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ଅବସରରେ ସେ ଏକ ରୋଡ୍‌‌ ସୋ’ କରିଛନ୍ତି। ରୋଡ୍‌…

ରାସ୍ତା କଡ଼ରୁ ଓଏପିଏଫ୍ ଯବାନଙ୍କ ମୃତଦେହ ଉଦ୍ଧାର

ରାୟଗଡ଼ା: ଓଡ଼ିଶା ସହାୟକ ଆରକ୍ଷୀ ବାହିନୀ (ଓଏପିଏଫ୍‌)ର ଜଣେ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗୌରୀ ପ୍ରସାଦ ତାଡିଙ୍ଗି। ତାଙ୍କ ମୃତଦେହ ରାୟଗଡ଼ା ବ୍ଲକ ପିତାମହଲ ଓ ଜମାଦେଇପେଣ୍ଠ ରାସ୍ତା କଡ଼ରେ ଏକ କପା ବାଡ଼ ମଧ୍ୟରେ…

ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନାହିଁ କ୍ଲାସରୁମ୍ ! କୁଳପତିଙ୍କ ଅଫିସ ଆଗରେ ବସି ପଢିଲେ ଛାତ୍ରଛାତ୍ରୀ

କଟକ : କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ବସି ପାଠ ପଢିଲେ ଛାତ୍ରଛାତ୍ରୀ । କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଦେଖିବାକୁ ମିଳିଛି ଏପରି ଘଟଣା । ଶ୍ରେଣୀଗୃହର ଛାତ ସିଲିଂ ଭାଙ୍ଗିଯାଇଛି । ୨୦ ଦିନ ହେବ ଏନେଇ ଅଭିଯୋଗ କରିବା ପରେ…

ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ, ଆତ୍ମହତ୍ୟା କରିଥିବା କହିଲେ ପରିବାର ଲୋକେ

ଭୁବନେଶ୍ୱର : ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ । ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ଦୁଇ ମାସ…

OSSC ଅଫିସ ଘେରିଲେ LTR ଆଶାୟୀ ସଂସ୍କୃତ ଶିକ୍ଷକ, ରେଜଲ୍ଟ ବାହାର କରି ତୁରନ୍ତ ନିଯୁକ୍ତି ଦାବି

ଭୁବନେଶ୍ବର : ଭୁବନେଶ୍ବର OSSC କାର୍ଯ୍ୟାଳୟ ଘେରାଉ କଲେ LTR ଆଶାୟୀ ସଂସ୍କୃତ ଶିକ୍ଷକ। ତୁରନ୍ତ ରେଜଲ୍ଟ ବାହାର କରି ନିଯୁକ୍ତି ଦେବାକୁ ଦାବି କରିଛନ୍ତି । ନଚେତ୍ ଆତ୍ମାହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି । ଗତ ମେ ୧୭…