କାରକୁ ଧକ୍କା ଦେଲା ଟ୍ରକ; ଗୋଟିଏ ପରିବାରର ୩ ମୃତ
ପାରଳାଖେମୁଣ୍ଡି : ନୂଆବର୍ଷର ପ୍ରଥମ ରବିବାରରେ ଗଜପତି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଶ୍ରୀକାକୁଲମ ଜିଲ୍ଲା ବାରୁଆ ଥାନା ଅଧୀନ ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଶିଶୁକନ୍ୟା ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି।…