ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଯାଇ ତେଲ ଅଭିଭରେ ପହଞ୍ଚିଛନ୍ତି। ଇସ୍ରାଏଲୀ ପ୍ରତିନିଧି ବେଞ୍ଜାମିନ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ମୋଦୀ ଇସ୍ରାଏଲ ଯାଇଛନ୍ତି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ତାଙ୍କ ପତ୍ନୀ ସାରା ନେତାନ୍ୟାହୁଙ୍କ ସହିତ ବେନ୍…