ଆତ୍ମସମର୍ପଣ କଲେ ୪ଟପ କ୍ୟାଡର ମାଓ ନେତା
କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା ସୀମାନ୍ତ ପଡ଼ୋଶୀ ରାଜ୍ୟ ତେଲେଙ୍ଗାନାରେ ନକ୍ସଲବାଦରେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ ଦେଖିବାକୁ ମିଳିଛି। ଚାରି ଜଣ ଟପ କ୍ୟାଡର ମାଓନେତା ହିଂସା ପରିତ୍ୟାଗ କରି ମୁଖ୍ୟସ୍ରୋତକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରୀ ସୂଚନା ଅନୁଯାୟୀ, ପଲିଟବ୍ୟୁରୋ…