ଡଲାର ତୁଳନାରେ ମୁଦ୍ରାର ମୂଲ୍ୟ ହ୍ରାସ; ମୁଦ୍ରାସ୍ଫୀତି ବୃଦ୍ଧିକୁ ନେଇ ଇରାନରେ ବିକ୍ଷୋଭ
ତେହରାନ: ଆମେରିକୀୟ ଡଲାର ତୁଳନାରେ ମୁଦ୍ରାର ମୂଲ୍ୟ ହ୍ରାସ ଓ ମୁଦ୍ରାସ୍ଫୀତି ବୃଦ୍ଧିକୁ ନେଇ ଇରାନରେ ବଡ ଧରଣର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମଙ୍ଗଳବାର ରାଜଧାନୀ ତେହରାନରେ ଦୋକାନ ବଜାର ବନ୍ଦ କରିଦିଆଯାଇଛି। ପ୍ରମୁଖ ସହରରେ ଲୋକେ ରାସ୍ତାକୁ ଓହ୍ଲାଇ ସରକାର…