ନାଇଜେରିଆରେ ISIS କ୍ୟାମ୍ପ ଧ୍ବଂସ, ବହୁ ଆତଙ୍କବାଦୀ ମୃତ
ନୂଆଦିଲ୍ଲୀ: ଆମେରିକା ଆକ୍ରମଣରେ ISIS ଆତଙ୍କବାଦୀଙ୍କ ନାଇଜେରିଆ ସଂଗଠନ ଧ୍ବଂସ । ନାଇଜେରିଆର ସୋକୋଟୋ ପ୍ରଦେଶରେ ଥିବା ISIS କ୍ୟାମ୍ପ ଧ୍ବସଂ ହୋଇ ଯାଇଛି। ସୂଚନା ଦେଇଛି ଆମେରିକା ସେନା । ବହୁ ସଂଖ୍ୟାରେ ଆତଙ୍କବାଦୀ ନିହତ ହୋଇଛନ୍ତି । ତେବେ…