ଦିଲ୍ଲୀରେ ଆତଙ୍କବାଦୀଙ୍କ ବିସ୍ଫୋରଣ ଯୋଜନା ପଣ୍ଡ
ନୂଆଦିଲ୍ଲୀ: ଦିଲ୍ଲୀରେ ଆତଙ୍କବାଦୀଙ୍କ ବଡ ବିସ୍ଫୋରଣ ଯୋଜନା ପଣ୍ଡ ହୋଇଛି । ଦୁଇ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି ଦିଲ୍ଲୀ ପୁଲିସ । ଜଣେ ଦିଲ୍ଲୀର ହୋଇଥିବା ବେଳେ ମଧ୍ୟପ୍ରଦେଶର ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଆଇଇଡି ବିସ୍ଫୋରଣ ପାଇଁ…
ନୂଆଦିଲ୍ଲୀ: ଦିଲ୍ଲୀରେ ଆତଙ୍କବାଦୀଙ୍କ ବଡ ବିସ୍ଫୋରଣ ଯୋଜନା ପଣ୍ଡ ହୋଇଛି । ଦୁଇ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି ଦିଲ୍ଲୀ ପୁଲିସ । ଜଣେ ଦିଲ୍ଲୀର ହୋଇଥିବା ବେଳେ ମଧ୍ୟପ୍ରଦେଶର ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଆଇଇଡି ବିସ୍ଫୋରଣ ପାଇଁ…
ନୂଆଦିଲ୍ଲୀ: ଆନ୍ଧପ୍ରଦେଶ ବସ ଟ୍ରାଜେଡିରେ ୨୦ଜଣ ଜୀବନ୍ତ ଦଗ୍ଧ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ ୨ଲକ୍ଷ, ଆହତଙ୍କୁ ୫୦ହଜାର ଲେଖାଏଁ ଅନୁକମ୍ପାମୂଳକ ସହାୟତା…
ଆଫଗାନିସ୍ତାନ : ଭାରତ ପରେ ପାକିସ୍ତାନକୁ ନେଇ ବକ୍ଷ ପଦକ୍ଷେପ ନେଇଛି ଆଫଗାନିସ୍ତାନ । ଆଫଗାନିସ୍ତାନରୁ ପାକିସ୍ତାନ ଆଡ଼କୁ ବୋହୁଥିବା ସମସ୍ତ ନଦୀର ପାଣିକୁ ବନ୍ଦ କରିପାରେ ଆଫଗାନିସ୍ତାନ । ଶେଷରେ ଶୋଷରେ ଆଉଟପାଉଟ ହେବ ପାକିସ୍ତାନ । ପାକିସ୍ତାନକୁ ବୁନ୍ଦେ…
ବେଙ୍ଗାଳୁରୁ: ବସରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୦ ଯାତ୍ରୀ । ଆନ୍ଧ୍ରର କର୍ଣ୍ଣୁଲ ଜିଲ୍ଲା ବେଙ୍ଗାଳୁରୁ-ହାଇଦ୍ରାବାଦ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାଇକ୍ ସହ ଧକ୍କା ହେବାରୁ ବସ୍ ରେ ହଠାତ୍ ଲାଗିଲା ନିଆଁ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ, ଭୁବନେଶ୍ୱରର ସୈନିକ…
ଅନୁଗୋଳ: ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ଟାଇଁସି ଗ୍ରାମ ନିକଟରେ ବାଘ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଜଣକ ହେଲେ ଟାଇଁସି ଗ୍ରାମର ପୁରେନ୍ଦ୍ର ବେହେରାଙ୍କ ପୁଅ ବସନ୍ତ ବେହେରା…
କପ୍ତିପଦା: ସ୍ବାମୀ ଭୁଲିଗଲା ସଂପର୍କ। ବିବାହ ବେଦିରେ ଧରିଥିବା ହାତ ଏବଂ ପ୍ରତିଜ୍ଞାକୁ ଭୁଲି ଯାଇ ପତ୍ନୀଙ୍କୁ ନିମର୍ମ ଭାବେ ହତ୍ୟା କରିଛି। ଜହ୍ଲାଦ ସ୍ୱାମୀର କାଠ ଫାଳିଆ ମାଡ଼ରେ ପତ୍ନୀଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ମୟୂରଭଂଜ ଜିଲ୍ଲା…
ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଶୁକ୍ରବାର ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ କୋମନା ବ୍ଲକର ୩ ନମ୍ବର ଜିଲା ପରିଷଦ ଜୋନରେ ମାରାଥନ ପ୍ରଚାର କରିଛନ୍ତି। ନୂଆଗାଁ ପଞ୍ଚାୟତରୁ…
ଭୁବନେଶ୍ୱର: ପୁଲିସ ଭବନ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ “ମାନବ ଚୋରା ଚାଲାଣ ସମ୍ପର୍କିତ ଏକ ରାଜ୍ୟସ୍ତରୀୟ ସମ୍ମିଳନୀ”କୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସାମ୍ପ୍ରତିକ ପରିସ୍ଥିତିରେ ମାନବ ଚାଲାଣ କେବଳ ଓଡିଶା ପାଇଁ…
ଭୁବନେଶ୍ୱର: ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ ।…