ବିଜେଡିକୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ : ମହାନଦୀ ବିବାଦରେ ପୂର୍ବ ସରକାର କରିପାରିଲେନି, ଆମେ ଚେଷ୍ଟା କରୁଛି
ଭୁବନେଶ୍ୱର ୨୪।୧୨ : ମହାନଦୀ ବିବାଦ ନେଇ ବିଜେଡିକୁ ଟାର୍ଗେଟ କଲେ ଆଇନମନ୍ତ୍ରୀ । ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ମହାନଦୀ ପ୍ରସଙ୍ଗରେ ଆପୋଷ ସମାଧାନ ପାଇଁ ସରକାର ଚେଷ୍ଟା କରୁଛନ୍ତି…