ଲଗାଣ ବର୍ଷାରେ କଣ୍ଟାବାଡ଼-ମଲ୍ଲିପଦର ରାସ୍ତା ଉପରେ ୩ ଫୁଟ୍ ପାଣି : ଯୋଗାଯୋଗ ବିଛିନ୍ନ
ବେଗୁନିଆ: ଅବିରତ ଅବିଶ୍ରାନ୍ତ ଏବଂ ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। କେଉଁଠି ଘର ଭିତରେ ଆଣ୍ଠିଏ ପାଣି ତ ଆଉ କେଉଁଠି ରାସ୍ତା ଉପରେ ତିନି ଫୁଟର ପାଣି ଚାଲୁଥିବା ଦେଖିବାକୁ ମିଳିଛି। ଖୋର୍ଧା ଜିଲ୍ଲା ବେଗୁନିଆ ବ୍ଳକରେ ଲଗାଣ…