ସବୁଠୁ ଶକ୍ତିଶାଳୀ ସିଙ୍ଗାପୁର ପାସପୋର୍ଟ : ୮୫ତମ ସ୍ଥାନରେ ଭାରତ
ଲଣ୍ଡନ: ହେନଲି ପାସପୋର୍ଟ ସୂଚକାଙ୍କ ପକ୍ଷରୁ ଚଳିତବର୍ଷ ପାଇଁ ବିଭିନ୍ନ ଦେଶର ପାସପୋର୍ଟ ତାଲିକା ଜାରି କରାଯାଇଛି। ତଦନୁଯାୟୀ ସିଙ୍ଗାପୁର ପାସପୋର୍ଟ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ସବୁଠୁ ଶକ୍ତିଶାଳୀ ପାସପୋର୍ଟ ଭାବେ ମାନ୍ୟତାଲାଭ କରିଛି। ସିଙ୍ଗାପୁର ପାସପୋର୍ଟଧାରୀ ବ୍ୟକ୍ତି ବିନା…
