ଫୋନ୍‌ରେ କଥା ହୋଇ ନଦୀକୁ ଡେଇଁଲେ ମହିଳା

ସମ୍ବଲପୁର : ସମ୍ବଲପୁର ବୁର୍ଲା ଥାନା ଅନ୍ତର୍ଗତ ମହାନଦୀ ପୋଲ ଉପରୁ ଡେଇଁ ଜୀବନ ହାରିଲେ ମହିଳା । ମୃତ ମହିଳା ବୁର୍ଲା ଅଞ୍ଚଳର ଅଞ୍ଜୁ କୁମ୍ଭାର ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ହଠାତ ଅଞ୍ଜୁ ମହାନଦୀ ସେତୁ ଉପରକୁ…

ଆମ ଦଳର ପ୍ରାର୍ଥୀ କିଏ ହେବେ ? ସଂସଦୀୟ ବୋର୍ଡ ନେବ ନିଷ୍ପତି

ଭୁବନେଶ୍ବର ୧୮।୨: ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କରିଛନ୍ତି ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ…

୧୦ ବର୍ଷରେ ୫୭୨ ବନ୍ଦୀଙ୍କର ଅକାଳ ମୃତ୍ୟୁ: କଏଦୀଙ୍କୁ କାଳ ସାଜିଛି ମ୍ୟାଲେରିଆ, ହୃଦ୍‌ରୋଗ, କିଡ୍‌ନୀ ରୋଗ

ଭୁବନେଶ୍ୱର ୧୮/୦୨: ରାଜ୍ୟର ଜେଲ୍ ଏବେ ରୋଗଣା । ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଏବେ ଏକରକମ ଠପ୍ । ଏକଥା ଆମେ କହୁନୁ ବରଂ ଖୋଦ୍ ଜେଲ୍ ବିଭାଗର ତଥ୍ୟ କହୁଛି । ଅସମୟରେ ଯାଇଛି ଗତ ୧୦ ବର୍ଷ ଭିତରେ ରାଜ୍ୟର…

‘ଇନ୍‌ପୁଟ ସବ୍‌ସିଡି’ କଳି : ବିଜେଡି କହିଲା- ୬୯ ଟଙ୍କାରୁ ବଞ୍ଚିତ ଚାଷୀ, ବିରୋଧୀ କେବଳ ରାଜନୀତି କରୁଛନ୍ତି କହିଲେ ବାବୁ ସିଂ

ଭୁବନେଶ୍ବର ୧୮।୨: ଇନପୁଟ ସହାୟତାକୁ ନେଇ ମୁହାଁମୁହିଁ ସରକାର ଓ ବିରୋଧୀ । ଇନପୁଟ ସହାୟତା ରାଶିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ଲିଖିତ ଉତ୍ତର ପରେ ତେଜିଲା ରାଜନୀତି । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଲେ, ୮ ଶହ…

କଟକରେ ଗୁଳିମାଡ଼ : ଯୁବକ ମୃତ

କଟକ : ରାଜ୍ୟର ବାଣିଜ୍ୟ ନଗରୀ କଟକରେ ଏକ ଭୟାବହ ଗୁଳିକାଣ୍ଡ ଘଟଣା ଘଟିଛି। ଏହି ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଖବର ଜଣାପଡ଼ିଛି। ଘଟଣାଟି ସହରର ନୂଆପଡ଼ା ପ୍ରେସ କଲୋନୀ ଅଞ୍ଚଳରେ ଘଟିଥିବା ଜଣାଯାଇଛି। ଏହି ଘଟଣା ଗୋଟିଏ…

କଟକରେ ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା’: କାରିଗରଙ୍କ ପାଇଁ ସୃଷ୍ଟି ହେଲା ନୂତନ ବଜାର ସୁଯୋଗ

କଟକ: କଟକ ଖପୁରିଆ ଶିଳ୍ପାଞ୍ଚଳସ୍ଥିତ ଓସିଆ (OSSIA) ଗ୍ରାଉଣ୍ଡ ଏବଂ ଏମସିଏମ (MCM) ହଲ୍‌ଠାରେ ଦୁଇ ଦିନିଆ ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ପ୍ରଦର୍ଶନୀ-କମ୍-ଟ୍ରାଡେ ମେଳା’ ଓ କର୍ମଶାଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ଏମଏସଏମଇ (MSME) ମନ୍ତ୍ରଣାଳୟ ଏବଂ କଟକସ୍ଥିତ…

ଇରାନର ପରମାଣୁ ସ୍ଥଳରେ ପକାଯାଇଥିବା ଜିବିୟୁ-୫୭ ବଙ୍କର ବୋମା ପାଇଁ ନୂଆ ଅର୍ଡର ଦେଲା ଆମେରିକା

ୱାସିଂଟନ: ଚୁକ୍ତିନାମା ଅନୁସାରେ ଦେଶରେ ବୋମା ଭଣ୍ଡାରକୁ ପୂରଣ କରାଯିବ। ଗତ ବର୍ଷ ଜୁନ୍ ମାସରେ ଆମେରିକା ଅପରେସନ ମିଡନାଇଟ୍ ହାମର୍ ଆରମ୍ଭ କରିଥିଲା, ଯେଉଁଥିଆମେରିକାର ବାୟୁସେନା ମହାକାଶ କମ୍ପାନି ବୋଇଂ ଠାରୁ ଜିବିୟୁ-୫୭ ମାସିଭ୍ ଅର୍ଡନାନ୍ସ ପେନେଟ୍ରେଟର (ଏମ୍‌ଓପି) ବୋମା…

ପାକିସ୍ତାନରେ ବେଲଗାମ୍ ଅନର କିଲିଂ: ନ୍ୟାୟର କଚ୍ଛପ ଗତି, ଦଣ୍ଡ ପାଉନାହାନ୍ତି ଅପରାଧୀ

ଇସଲାମାବାଦ: ପାକିସ୍ତାନରେ ଅନର କିଲିଂର ବୃଦ୍ଧି ପାଉଥିବା ଘଟଣା ଏକ ଗମ୍ଭୀର ମାନବାଧିକାର ସଙ୍କଟ ପାଲଟିଛି । ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଦେଶରେ ଏହି ହତ୍ୟାକାଣ୍ଡର ସଂଖ୍ୟା ବହୁତ ଅଧିକ, କିନ୍ତୁ ଅପରାଧୀମାନଙ୍କୁ ଦଣ୍ଡ ଦେବାର ହାର ଚିନ୍ତାଜନକ ଭାବରେ କମ୍…

ଗୃହ ଅଚଳ କରିବ ବିଜେଡି

ଭୁବନେଶ୍ବର: ବିଧାନସଭାକୁ ଅଚଳ କରିଦେବ ବିଜେଡି। ଚାଷୀ ପ୍ରସଙ୍ଗକୁ ଜୋର୍‌ଦାର ଉଠାଇବ। ଗୃହ ମଧ୍ୟ ଭାଗରେ ଦଳର ବିଧାୟକମାନେ ପ୍ରତିବାଦ କରିବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସିଧାସଳଖ ଭାବେ ଏହା ବିଧାୟକମାନଙ୍କୁ…

ପାଟକୁରା ବିଧାୟକଙ୍କ ବିସ୍ଫୋରକ ବୟାନ, ‘ଅ˚ଶୁମାନଙ୍କୁ ଦଳ ହରାଇଦେଲା’

କେନ୍ଦ୍ରାପଡ଼ା: ‘ଲଚ୍ଛମନଜିଉଙ୍କ ଆଶୀର୍ବାଦ ନେଇ ଯେତେବେଳେ ନାମାଙ୍କନ ଦାଖଲ କଲି, ସେତେବେଳେ ଜିତିବି ବୋଲି ଜାଣିଥିଲି। ଆଶା ଥିଲା ୭୦ରୁ ୮୦ହଜାର ଭୋଟରେ ଜିତିବି। କିନ୍ତୁ ଦୁଃଖ ଯେ ଆପଣମାନଙ୍କ ପରିଶ୍ରମରେ ଦଳ ଭିତରର କୁଚକ୍ରୀ ଗୋଷ୍ଠୀ ପାଣି ପକାଇ ଦେଲେ।…