ରଣକ୍ଷେତ୍ର ପାଲଟିଛି ବାଂଲାଦେଶ: ଜଣେ ମୃତ, ୪ ଆହତ, ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି
ଢାକା : ରଣକ୍ଷେତ୍ର ପାଲଟିଛି ବାଂଲାଦେଶ । ବାଂଲାଦେଶରେ ପୁଣି ହିଂସା ଘଟି ଅନେକ ସ୍ଥାନରେ ପୋଡ଼ାଜଳା ସହିତ ପଥରମାଡ଼ ହୋଇଛି । ବାଂଲାଦେଶରେ ଶରିଫ ଉସ୍ମାନ ହାଦିଙ୍କ ମୃତ୍ୟୁ ପରେ ହିଂସା ଉପୁଜିଛି । ଚଟଗାଓଁରେ ଭାରତୀୟ ହାଇକମିଶନ ବାହାରେ…