କଳାହାଣ୍ଡି ଓ ରାୟଗଡା ଜିଲ୍ଲାର ୩୦୦୦ ରୁ ଅଧିକ ଗ୍ରାମକୁ ପାନୀୟ ଜଳ ଯୋଗାଇବ ବେଦାନ୍ତ, ହେବ ଅତ୍ୟାଧୁନିକ ଜଳ ବିଶୋଧନାଗାର

ରାୟଗଡ଼ା : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଏହାର ‘ଜଳ, ପରିମଳ ଏବଂ ସ୍ୱଚ୍ଛତା’ (ୱାଶ) ପଦକ୍ଷେପ ମାଧ୍ୟମରେ ଓଡ଼ିଶାର କଳାହାଣ୍ଡି ଏବଂ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଅତ୍ୟାଧୁନିକ ଜଳ ବିଶୋଧନ ବ୍ୟବସ୍ଥା ସହିତ ସୌର-ଚାଳିତ ନଳକୂପ ସ୍ଥାପନ…

୨୦୨୬-୨୭ ପାଇଁ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ

ଭୁବନେଶ୍ୱର : ୨୦୨୬-୨୭ରେ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ । ନିଯୁକ୍ତି ଓ ଭିତ୍ତିଭୂମି ଉପରେ ରହିବ ନଜର । କାଲି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫେବ୍ରୁଆରୀ…

ବାଉନ୍ସରଙ୍କ ପାଇଁ ବାରରେ ବଢୁଛି ଆକ୍ରମଣ, ଏଣିକି ଏକ୍ସାଇଜ ଓ ପୋଲିସ ଟିମ୍ କରିବେ ଜଏଣ୍ଟ ରେଡ

ଭୁବନେଶ୍ୱର : ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ । ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ ।…

ବଜେଟ୍ ଅଧିବେଶନ ବେଳେ ଜଗିବେ ବ୍ଲାକ କମାଣ୍ଡୋ, କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା

ଭୁବନେଶ୍ୱର : ଏଥର ବିଧାନସଭା ଜଗିବେ ବ୍ଲାକ କମାଣ୍ଡୋ । ଚଳିତ ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା । ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ହୋଇଛି । ଜଗିବେ ୩୪ ପ୍ଲାଟୁନ ପୋଲିସ ଫୋର୍ସ । ଗୋଟିଏ…

ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ, ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ

ରାଜନଗର: ଦୀର୍ଘ ୩ ମାସ ପରେ ସ୍ବଭାବିକ ହେଲା ଅଙ୍ଗନବାଡ଼ି କେନ୍ଦ୍ର । ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ । ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ । ପିଲା ପହଂଚିବା ପରେ ସ୍ୱଭାବିକ ହେଲା ଅଙ୍ଗନବାଡି…

ଜଳପ୍ରପାତରେ ବୁଡ଼ି SI ନିଖୋଜ

କୋରାପୁଟ: ଜଳପ୍ରପାତରେ ବୁଡ଼ି SI ନିଖୋଜ । କୋରାପୁଟ ଜିଲ୍ଲା କୋଟପାଡ଼ ଗୁଲୁମୀ ଜଳପ୍ରପାତରେ ଅଘଟଣ ଘଟିଛି । ନିଖୋଜ ଏସଆଇ ହେଲେ ଛତିଶଗଡ଼ ନଗରନାର ଥାନାର ଆକାଶ ଚୌଧୁରୀ । ଗତକାଲି ୫ଜଣ ପିକନିକ୍ କରିବାକୁ ଆସିଥିଲେ । ସେମାନଙ୍କ…

ଚିନ୍ତା ବଢାଇଲାଣି କିଡନୀ ରୋଗ, ଦୁଇ ତିନି ବର୍ଷରେ ଗଲାଣି ୫୦ରୁ ଅଧିକ ଜୀବନ

ହିଞ୍ଜିଳିକାଟୁ: ଚିନ୍ତା ବଢାଇଲାଣି କିଡନୀ ରୋଗ । ଗାଁ କୁ ଗାଁ ବ୍ୟାପୁଛି । ଅକାଳରେ ଚାଲିଯାଉଛି ଲୋକଙ୍କ ଜୀବନ । ଅନେକ ଲୋକ କିଡନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁର ବାଟ କୁ ଚାହିଁ ବସିଛନ୍ତି । ମହାମାରୀ ରୂପ…

ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି, ଭୁବନେଶ୍ୱରର ହେବ ଆଇଟି ହବ୍

ଭୁବନେଶ୍ବର: ଆହୁରି ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି । ଭୁବନେଶ୍ୱରର ହେବ ଆଇଟି ହବ । କଟକ, ଭୁବନେଶ୍ୱର, ପୁରୀ, ପାରାଦୀପ କୁ ନେଇ ପ୍ରସ୍ତୁତ ହେଉଛି ଏକୋନମି ରିଜିୟନ୍ । କେନ୍ଦ୍ର ସରକାରଙ୍କ ବଜେଟରେ ଏହାକୁ ସ୍ଥାନ ଦିଆଯାଇଛି ।…

ପୁରୀରୁ ନିଖୋଜ ନାବାଳକ ହ୍ରାଇଦ୍ରାବାଦରୁ ଉଦ୍ଧାର , ୨ ଗିରଫ

ପୁରୀ : ୫ ମାସ ପରେ ନିଖୋଜ ନାବାଳକ ଉଦ୍ଧାର । ପୁରୀ ଜିଲ୍ଲା ଡେଲାଙ୍ଗ ଥାନା କୁଞ୍ଜର ଗାଁର ଦୁଇ ନିଖୋଜ ନାବାଳକ ୫ ମାସ ପରେ ଉଦ୍ଧାର କରିଛି ପୋଲିସ । ଦୁଇ ନାବାଳକ ଗୋଟିଏ ପରିବାରର ।…

ରାଜେନ୍ଦ୍ର ବଲ୍ଲଭ ବେହେରା ହେଲେ କଟକ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ

କଟକ: ବିଜୁ ଜନତା ଦଳ (ବିଜେଡି)ର ସାଂଗଠନିକ ସ୍ଥିତିକୁ ଅଧିକ ସୁଦୃଢ଼ କରିବା ପାଇଁ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ପ୍ରକାଶ ପାଇଛି। ରାଜେନ୍ଦ୍ର ବଲ୍ଲଭ ବେହେରାଙ୍କୁ କଟକ ଜିଲ୍ଲା ବିଜେଡିର ସାଧାରଣ ସମ୍ପାଦକ ଭାବେ ମନୋନୀତ କରାଯାଇଛି। ଦଳର…