ଆପତ୍ତିଜନକ ଏ.ଆଇ ଭିଡିଓ କରି ବନ୍ଧା ହେଲେ ଯୁବକ

କଟକ : ଆପତ୍ତିଜନକ ଏ.ଆଇ ଭିଡିଓ କରି ଯୁବକ ଗିରଫ । ଏ.ଆଇ ଭିଡିଓ କରି ସୋସିଆଲ ମିଡିଆରେ ଛାଡୁ ଥିଲେ ଅଭିଯୁକ୍ତ । ଗିରଫ କଲା ସାଇବର ଥାନା ପୋଲିସ। ସୋସିଆଲ ମିଡିଆରେ ଏପରି ଭିଡିଓ ଛାଡ଼ି ଅଧିକ ଭୀୟୁ…

ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ

ସୁବର୍ଣ୍ଣପୁର: ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ । ଏକେଉଁ ମନଗଢା କାହାଣୀ କି ସିନେମାର ଦୃଶ୍ୟ ନୁହେଁ, ଜଣେ ମଣିଷ ଜୀବନର ବାସ୍ତବିକ ଘଟଣା । ଯାହାକି ମନକୁ ଛୁଇଁଲା ଭଳି କଥାଟିଏ । ଏ ସମାଜରେ ସଭିଏ…

ଦୀପାବଳି କଟକଣା, ସନ୍ଧ୍ୟା ୭ରୁ ୯ ଟା ପର୍ଯ୍ୟନ୍ତ ଫୁଟାଇ ପାରିବେ ବାଣ

ଭୁବନେଶ୍ୱର : ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ…

ନିର୍ବାଚନ ପୂର୍ବରୁ ଲାଲୁଙ୍କୁ ଶକ୍ତ ଝଟ୍‍କା: ଚାର୍ଜଫ୍ରେମ୍‍ ନେଇ କୋର୍ଟଙ୍କ ରାୟ

ବିହାର : ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଶକ୍ତ ଝଟ୍‍କା ଲାଗିଛି । ଲାଲୁଙ୍କ ସ୍ତ୍ରୀ ରାବ୍ରୀ ଦେବୀ ଓ ପୁଅ ତେଜସ୍ୱୀ ଯାଦବଙ୍କ ପାଇଁ…

ଅର୍ଥନୀତିରେ ଜୋଏଲ ମୋକିର, ଫିଲିପ ଆଘିଅନ ଓ ପିଟର ହାଓ୍ବିଟ।ଙ୍କୁ ନୋବେଲ

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ ପୁରସ୍କାର ମିଳିଛି। ସେମାନେ ହେଲେ ଜୋଏଲ ମୋକିର, ଫିଲିପ ଆଘିଅନ ଏବଂ ପିଟର ହାଓ୍ବିଟ। ‘ଅଭିନବୀକରଣ ଆଧାରିତ ଅର୍ଥନୈତିକ ଅଭିବୃଦ୍ଧି’ ଉପରେ ବିଶ୍ଳେଷଣ ପାଇଁ ସେମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ବିଜେତାମାନଙ୍କୁ ୧୧…

୨୦୨୭ ଅଗଷ୍ଟରେ ଗଡ଼ିବ ବୁଲେଟ୍ ଟ୍ରେନ୍

ନୂଆଦିଲ୍ଲୀ: ଦେଶରେ ପ୍ରଥମ ବୁଲେଟ ଟ୍ରେନ୍ ଅଗଷ୍ଟ ୨୦୨୭ରେ ଚାଲିବ। ଗୁଜରାଟର ମେହସାଣାରେ ଆୟୋଜିତ ଭାଇବ୍ରେଣ୍ଟ ଗୁଜରାଟ ରିଜିଓନାଲ କନଫରେନ୍ସରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଘୋଷଣା କରିଛନ୍ତି। ଗୁଜରାଟରେ ରେଳ ଚଳାଚଳର ଐତିହାସିକ ପରିବର୍ତ୍ତନ ଉପରେ ଚର୍ଚ୍ଚା…

ଇସ୍ରାଏଲ ସଂସଦରେ ଟ୍ରମ୍ପଙ୍କୁ ବିରୋଧ

ତେଲ ଅବିବ : ଇସ୍ରାଏଲରେ ବିରୋଧର ସମ୍ମୁଖୀନ ହୋଇଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ ଇସ୍ରାଏଲୀ ସଂସଦରେ ଭାଷଣ ଦେବା ସମୟରେ ଦୁଇ ଜଣ ସାଂସଦ, ଏମାନ ଓଡେ ଏବଂ ଓଫର କାସିଫ, ହଙ୍ଗାମା ସୃଷ୍ଟି କରିଥିଲେ ଓ…

ଦୁର୍ଗାପୁର ଗଣଦୁଷ୍କର୍ମ ମାମଲା: ୫ମ ଅଭିଯୁକ୍ତ ଗିରଫ, ଉନ୍ନତ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଓଡ଼ିଶା ଆଣିବାକୁ ଦାବି କଲା ପରିବାର

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ମାମଲାରେ ପଞ୍ଚମ ଅଭିଯୁକ୍ତ ଗିରଫ । ଗ୍ୟାଙ୍ଗ ରେପ ଘଟଣାରେ ଚାଲିଛି ତନାଘନା ତଦନ୍ତ । ପଞ୍ଚମ ଅଭିଯୁକ୍ତକୁ ଗିରଫ ପରେ କୋର୍ଟରେ ହାଜର କରିଛି ପୋଲିସ । ଗତକାଲି ଗିରଫ ଚାରି ଅଭିଯୁକ୍ତଙ୍କୁ ଅଧିକ…

ତାଜମହଲରେ ଲାଗିଲା ନିଆଁ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ଆଗ୍ରାରେ ଥିବା ବିଶ୍ବ ପ୍ରସିଦ୍ଧ ତାଜମହଲର ଦକ୍ଷିଣ ଦ୍ବାରରେ ଅଗ୍ନିକାଣ୍ଡ ଘଟିଛି । ସର୍ଟ ସର୍କିଟ୍ କାରଣରୁ ଏପରି ଅଘଟଣ ଘଟିଥିବା ଜଣାପଡିଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ଏପରି…

ଇସ୍ରାଏଲୀ ବନ୍ଦୀଙ୍କୁ ଛାଡୁଛି ହମାସ

ହମାସ : ବନ୍ଦୀଙ୍କୁ ଛାଡୁଛି ହମାସ । ସାତ ଜଣ ଇସ୍ରାଏଲୀ ବନ୍ଦୀଙ୍କୁ ମୁକ୍ତ କରିଛି । ୭ ଜଣଙ୍କୁ ରେଡକ୍ରସକୁ ହସ୍ତାନ୍ତର କରିଥିଲା ହମାସ । ରେଡକ୍ରସ ବନ୍ଧକମାନଙ୍କୁ ଇସ୍ରାଏଲୀ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଛି । ମୋଟ ୨୦ ଜଣ…