ଆରଆଇଙ୍କୁ ବାଲି ମାଫିଆଙ୍କ ଆକ୍ରମଣ
ଜଳେଶ୍ବର: ଆରଆଇଙ୍କୁ ବାଲି ମାଫିଆଙ୍କ ଆକ୍ରମଣ । ବାଲେଶ୍ବର ଜିଲ୍ଲା ବାଲିଆପାଳ ତହସିଲ ଅଧିନ ଶ୍ରୀରାମପୁର ଆରଆଇ ସରୋଜିନୀ ଟୁଡୁଙ୍କୁ ବାଲି ମାଫିଆଙ୍କ ଆକ୍ରମଣ ଅଭିଯୋଗରେ ତଦନ୍ତ ଚଳାଇଛି ପୋଲିସ । ମାଫିଆଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ପାଇଁ ବାଲିଆପାଳ ଥାନାରେ ଲିଖିତ…