ବ୍ଲକ୍ ଜିପରେ ତେଲ ପକାଇବା ନାଁରେ ସରକାରଙ୍କ ଟଙ୍କା ଲୁଟି ନେଲେ ବିଡିଓ !
ବାଙ୍କୀ: ସରକାରୀ ବାବୁ କରୁଛନ୍ତି ମହା ଘୋଟାଲା । ସରକାରୀ ଗାଡ଼ିରେ ତେଲ ପକାଇବା ବାହାନାରେ ନିଜ ବ୍ୟକ୍ତିଗତ ଗାଡ଼ିରେ ତେଲ ପକାଇବା ପାଇଁ ସରକାରଙ୍କ ଟଙ୍କା ହଡ଼ପ କରିଥିବା ଅଭିଯୋଗ । ଗ୍ରାମାଞ୍ଚଳରେ ନୂତନ ଭାବେ ଉନ୍ନୟନ ମୂଳକ କାର୍ଯ୍ୟ…