ମଣିପୁରରେ ପୁଣି ଉତ୍ତେଜନା, ୫ ଦିନ ପାଇଁ ଇଣ୍ଟରନେଟ୍ ବନ୍ଦ

ଇମ୍ଫାଲ : ପୁଣି ମଣିପୁରରେ ଉତ୍ତେଜନା । ମଣିପୁରର ଉଖରୁଲ ଜିଲ୍ଲାରେ ସଶସ୍ତ୍ର ଆତଙ୍କବାଦୀମାନେ ଅନେକ ଘର ପୋଡ଼ି ଦେଇଛନ୍ତି ଏବଂ ଗୁଳି ଚଳାଇଛନ୍ତି । ଟାଙ୍ଗଖୁଲ ନାଗା ସମ୍ପ୍ରଦାୟର ଜଣେ ସଦସ୍ୟଙ୍କ ଉପରେ ଆକ୍ରମଣକୁ ନେଇ ଉତ୍ତେଜନା ବୃଦ୍ଧି ପାଉଥିବା…

ବଦଳିଲା CBSE ଦ୍ୱାଦଶ ପରୀକ୍ଷା ଖାତା ଯାଞ୍ଚ ପଦ୍ଧତି, ଏବେ ଡିଜିଟାଲ୍ ମାର୍କିଂ

କଟକ : CBSE ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ବୋର୍ଡ ପରୀକ୍ଷାରେ ବଦଳିଗଲା ଖାତା ଯାଞ୍ଚ ପଦ୍ଧତି । ଏବେ ହେବ ଡିଜିଟାଲ୍ ମାର୍କିଂ । CBSE ଦ୍ୱାଦଶ ପରୀକ୍ଷା ଖାତା ଏବେ କଂପ୍ୟୁଟରରେ ଯାଞ୍ଚ ହେବ ।…

୧୧୪ଟି ରାଫେଲ୍ ବିମାନ କିଣିବ ଭାରତ, ଏହି ସପ୍ତାହରେ ଚୁକ୍ତିକୁ ମିଳିପାରେ ଅନୁମୋଦନ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାଙ୍କ ପାଇଁ ୧୧୪ଟି ରାଫେଲ୍ ଯୁଦ୍ଧ ବିମାନ କିଣିବାର ବଡ଼ ଡ଼ିଲକୁ ଏହି ସପ୍ତାହରେ ରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦନ ମିଳିବାର ଆଶା କରାଯାଉଛି । ଏହି ନିଷ୍ପତ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ…

ଟିନା ଅମ୍ବାନୀଙ୍କୁ ଇଡି ସମନ, ତଦନ୍ତ ପାଇଁ ହୋଇନଥିଲେ ହାଜର

ନୂଆଦିଲ୍ଲୀ : ଆଜି ଶିଳ୍ପପତି ଅନିଲ ଅମ୍ବାନୀଙ୍କ ସ୍ତ୍ରୀ ଟୀନା ଅମ୍ବାନୀଙ୍କୁ ମନି ଲଣ୍ଡରିଂ ମାମଲାରେ ତଦନ୍ତ ପାଇଁ ଇଡ଼ି ସମନ ଜାରି କରିଛି । କିନ୍ତୁ ତଦନ୍ତ ପାଇଁ ଅମ୍ବାନୀ ହାଜର ହୋଇନଥିଲେ । ଖୁବ୍ ଶୀଘ୍ର ଟୀନା ଅମ୍ବାନୀଙ୍କୁ…

ବାଂଲାଦେଶ ଉପରୁ ଶୁଳ୍କ ହ୍ରାସ କଲା ଆମେରିକା

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ବାଂଲାଦେଶକୁ ବଡ଼ ଆଶ୍ୱସ୍ତି । ସୋମବାର ଦିନ ଦୁଇ ଦେଶ ମଧ୍ୟରେ ସ୍ୱାକ୍ଷରିତ ଏକ ବାଣିଜ୍ୟ ଚୁକ୍ତି ଅନୁଯାୟୀ ଆମେରିକା ବାଂଲାଦେଶ ଉପରୁ ୧୯% କୁ ଶୁଳ୍କ ହ୍ରାସ କରିଛି । ହ୍ୱାଇଟ୍ ହାଉସ୍ ଦ୍ୱାରା ଜାରି…

ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା…

୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୨୩ଟି ଶିଳ୍ପ ବିନିଯୋଗକୁ ଅନୁମୋଦନ

ଭୁବନେଶ୍ୱର: ୨୩ଟି ଶିଳ୍ପ ବିନିଯୋଗ ପ୍ରସ୍ତାବକୁ ସିଙ୍ଗିଲ୍‌ ୱିଣ୍ଡୋ ଅନୁମୋଦନ ମିଳିଛି । ୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି । ପ୍ରସ୍ତାବଗୁଡିକର ମୋଟ ବିନିଯୋଗ ପରିମାଣ ୪,୧୧୧,୮୦ କୋଟି ଟଙ୍କା ରହିଛି । ଏହା…

ପିୟୁସିସି ପାଇବାକୁ ହେଲେ ପୈଠ କରିବାକୁ ହେବ ବକେୟା ଚାଲାଣ

କଟକ: ପ୍ରଦୂଷଣ ପ୍ରମାଣ ପତ୍ର ପାଇବାକୁ ହେଲେ ବକେୟା ଚାଲାଣ ପୈଠ କରିବାକୁ ହେବ। ଆଜି ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇବା ସହିତ ଏସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମୋଟର ଭେହିକିଲ ରୁଲ ୧୬୭ ସବ…

ଆଉ ୨୫୦ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସ । ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ…

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ AI ଏବଂ QR କୋଡର ହେବ ବ୍ୟବହାର

ଭୁବନେଶ୍ୱର : ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍ । AI କ୍ୟାମେରା ନଜରରେ ରହିବ ପରୀକ୍ଷା କେନ୍ଦ୍ର । ପ୍ରଶ୍ନପତ୍ରରେ…