ପର୍ଯ୍ୟଟନ ଋତୁକୁ ଦୃଷ୍ଟିରେ ରଖି ଅଧିକ ୧୦୦ ବିମାନ ଉଡ଼ାଇବ ସ୍ପାଇସ୍ ଜେଟ୍
ନୂଆଦିଲ୍ଲୀ : ଘରୋଇ ଏୟାରଲାଇନ୍ସ ସ୍ପାଇସ୍ ଜେଟ୍ ଏହାର ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ବୋଲି ବୁଧବାର ଘୋଷଣା କରିଛି। ପର୍ଯ୍ୟଟନ ଋତୁର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ପାଇସ୍ ଜେଟ୍ ଅଧିକ ୧୦୦ଟି ବିମାନ ଉଡାଣ କରିବ। ଯେଉଁସବୁ ରୁଟ୍ରେ…