ପୀତବାସ ପଣ୍ଡା ହତ୍ୟା ଅଭିଯୁକ୍ତ ବିକ୍ରମ ପଣ୍ଡା ଅସୁସ୍ଥ
ବ୍ରହ୍ମପୁର: ବିକ୍ରମ ପଣ୍ଡା ଅସୁସ୍ଥ । ଚିକିତ୍ସା ପାଇଁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି । କଡ଼ା ସୁରକ୍ଷା ବଳୟରେ ବ୍ରହ୍ମପୁର ଜେଲରୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଉଚ୍ଚ ରକ୍ତଚାପ ଯୋଗୁଁ ଅସୁସ୍ଥ ହୋଇପଡିଥିଲେ ବିକ୍ରମ । ଆଇନଜୀବୀ…