ଦୁଇ ଦିନିଆ ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇ ଦିନିଆ ମାଲେସିଆ ଗସ୍ତରେ ଯାଉଛନ୍ତି । ଏହାକୁ ନେଇ ମାଲେସିଆରେ ଥିବା ଭାରତୀୟ ସମ୍ପ୍ରଦାୟ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାରର…