ଏନକାଉଣ୍ଟର: ୩ ମାଓବାଦୀ ନିହତ, ଜଣେ କମାଣ୍ଡୋ ସହିଦ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଗଢଚିରୋଲୀରେ ଆଜି ପୋଲିସ ଏବଂ ନକ୍ସଲଙ୍କ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟରରେ ୩ ଜଣ ମାଓବାଦୀ ନିହତ ହୋଇଥିଲାବେଳେ ମହାରାଷ୍ଟ୍ର ପୋଲିସ c 60 କମାଣ୍ଡୋ ସହିଦ ହୋଇଛନ୍ତି । ଗୁଳିଚାଳନା ଯୋଗୁଁ…

ଛାତ୍ରଛାତ୍ରୀମାନେ ଚାପମୁକ୍ତ ହୋଇ ପରୀକ୍ଷା ଦେବା ଉଚିତ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାର୍କ ଏକ ବେମାର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମସ୍ତଙ୍କ…

ଗୁରୁଦ୍ବାର ସାମ୍ନାରେ ଆପ୍ ନେତାଙ୍କୁ ଗୁଳି କରି ହତ୍ୟା

ପଞ୍ଜାବ : ଶୁକ୍ରବାର ପଞ୍ଜାବର ଜଳନ୍ଧରରେ ଆପ୍ ନେତା ଲକି ଓବରୟଙ୍କୁ ଗୁଳି କରି ହତ୍ୟା । ଏକ ବାଇକରେ ଆସି ଦୁଇ ଜଣ ବ୍ୟକ୍ତି ତାଙ୍କ ଉପରେ ଆଖିବୁଜା ଗୁଳିମାଡ଼ କରିଥିଲେ । ଘଟଣାକୁ ମଡେଲ ଟାଉନ ଗୁରୁଦ୍ବାର ସାହିବ…

ସିକ୍କିମରେ ଭୂକମ୍ପ ଝଟକା

ସିକ୍କିମ : ଭାରତ ସମେତ ବିଭିନ୍ନ ଦେଶରେ ଲଗାତାର ଭୂକମ୍ପ ଝଟକା ଅନୁଭୂତ ହେଉଛି । ଏହାରି ଭିତରେ ପୁଣି ଭାରତର ସିକ୍କିମରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସିକ୍କିମରେ ରାତି ୧ଟାରୁ ସକାଳ ପର୍ଯ୍ୟନ୍ତ ୧୨ ଥର ଭୂକମ୍ପ…

ରାଜଧାନୀରୁ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର : ନିଜକୁ ଡାକ୍ତର ଦର୍ଶାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ନକଲି ଡାକ୍ତର ଗିରଫ । ନକଲି ଡାକ୍ତର ସରୋଜ ମିଶ୍ର ଓରଫ ଭବାନୀ ସିଦ୍ଧାର୍ଥ ଶଙ୍କରକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ । ଅଭିଯୋଗ ଅନୁସାରେ ନିଜକୁ…

ଆସନ୍ତା ୧୪ରେ ୨୦ ତମ ତୋଷାଳି ସ୍ଵଦେଶୀ ମେଳା

ଭୁବନେଶ୍ଵର: ୨୦ ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ଉପଲକ୍ଷେ ସ୍ଥାନୀୟ ଏକାମ୍ର ହାଟ ଠାରୁ ପ୍ରଚାର ରଥ ଗଡିଛି । ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ…

ବଢ଼ିଲା ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ ୩୧ ଯାଏ ବଢାଇଛନ୍ତି । ଫଳରେ…

ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ, ପେସେନ୍ସ ରଖି ପାଠ ପଢିବାକୁ ଦେଲେ ପରାମର୍ଶ

ଭୁବନେଶ୍ବର: ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ପରୀକ୍ଷା…

ବିଜେଡିର ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠିତ

ଭୁବନେଶ୍ୱର : ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠନ କଲା ବିଜେଡି । ପୂର୍ବରୁ ୧୧ଟି ଜିଲ୍ଲାର କମିଟି ଗଠିତ ହୋଇଥିଲା । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଆଜି ୧୨ ଜିଲ୍ଲା ଯଥା…

ଆତ୍ମସମର୍ପଣ କଲେ ୧୫ ମାଓବାଦୀ, ମାଓମୁକ୍ତ ହେଲା ବୌଦ୍ଧ ଜିଲ୍ଲା

କନ୍ଧମାଳ : ଟପ ମାଓ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ଜଣ ମାଓବାଦୀ ରାୟଗଡ଼ା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି I ଓଡିଶା ରାଜ୍ୟ କମିଟି ସଦସ୍ୟ ସି. ପି. ଆଇ (ମାଓବାଦୀ) ନିଖିଲ (ନିରଞ୍ଜନ ରାଉତ ),…