ମହିଳାଙ୍କୁ ଦଳିଦେଲେ ହାତୀପଲ, କ୍ଷତିପୂରଣ ଦାବି

ବଲାଙ୍ଗିର : ମାତିଲେ ହାତୀ । ଘରୁ ଟାଣି ଆଣି ମହିଳାଙ୍କୁ ଦଳିଦେଲେ ହାତୀପଲ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜ ଛତରଦାଣ୍ଡି ଜଙ୍ଗଲରେ ୩୦ ଟିକିଆ ହାତପଲଙ୍କ ଉତ୍ପାତ। ଗାଁ ଗାଁକୁ ଯାଇ ଘରଦ୍ବାର ଭାଙ୍ଗୁଛନ୍ତି । ଗତକାଲି ରାତିରେ…

୪ ବସ୍ତା ଚାଇନା ମାଞ୍ଜା ସୂତା ଜବତ

କଟକ : ୪ ବସ୍ତା ଚାଇନା ମାଞ୍ଜା ସୂତା ଜବତ । କଟକ ଝୋଲା ସାହିର ଏକ ବ୍ୟବସାୟ ପ୍ରତିଷ୍ଠାନରୁ ଜବତ ହେଲା ଚାଇନା ମାଞ୍ଜା ସୂତା । କଟକ ମହାନଗର ନିଗମ ଏନ୍ ଫୋର୍ସମେଣ୍ଟ ସ୍ଵାଡ ଜବତ କରିଛି ମାଞ୍ଜା…

ଆଜି ଭୁବନେଶ୍ବରରୁ ବାତିଲ ହେଲା ୮ଟି ଇଣ୍ଡିଗୋ ବିମାନ

ଭୁବନେଶ୍ୱର : ଇଣ୍ଡିଗୋ ବିମାନ ଚଳାଚଳରେ ଅଚଳାବସ୍ଥା ଜାରି । ଆଜି ଭୁବନେଶ୍ବରରୁ ୮ଟି ବିମାନ ବାତିଲ । ଭୁବନେଶ୍ବରରୁ ଗୋଆ, ଦିଲ୍ଲୀ, ମୁମ୍ବାଇ ଓ ହାଇଦ୍ରାବାଦକୁ ବିମାନ ବାତିଲ ହୋଇଛି । କୋଲକାତା, ଡେରାଡୁନ, ଚେନ୍ନାଇ ଓ ବେଙ୍ଗାଲୁରୁକୁ ମଧ୍ୟ…

ଅନିଲ ଅମ୍ବାନୀଙ୍କ ପୁଅ ଜୟ ଅନମୋଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ କମ୍ପାନୀ ମାଲିକ ଅନିଲ ଅମ୍ବାନୀଙ୍କ ପୁଅ ଜୟ ଅନମୋଲଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଜୟ ଅନମୋଲ ହେଉଛନ୍ତି ରିଲାଏନ୍ସ ହୋମ ଫାଇନାନ୍ସ ଲିମିଟେଡର ନିର୍ଦେଶକ।…

ଇଣ୍ଡିଗୋ ଅଚଳାବସ୍ଥା: ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର ବାଧା ସୃଷ୍ଟି ହେବା ଯୋଗୁଁ ଯାତ୍ରୀଙ୍କ ବ୍ୟାପକ ଅସୁବିଧା ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଦେଶର ଏଗାରଟି ବିମାନବନ୍ଦରରେ ତୁରନ୍ତ କ୍ଷେତ୍ର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛି । ଦେଶରେ…

ମରକ୍କୋରେ ଭୁଶୁଡ଼ିଲା ୨କୋଠା: ୧୯ ମୃତ

ମରକ୍କୋ: ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା ଭୁଶୁଡ଼ି ପଡ଼ିବାରୁ ୧୯ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ପ୍ରାୟ ୧୬ଜଣ ଆହତ ହୋଇଥିବା ସୂଚନା ରହିଛି । ସୂଚନା ଅନୁସାରେ, ମରକ୍କୋ ସମୟ ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଫେଜ୍‌…

ଦିଲ୍ଲୀର ବିଭିନ୍ନ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ସ୍କୁଲରେ ପୁଣି ଥରେ ବୋମା ଧମକ । ଯାହାକୁ ନେଇ ଏବେ ସାଧରଣରେ ହଇଚଇ ସୃଷ୍ଟି ହୋଇଛି । ଲକ୍ଷ୍ମୀ ନଗର, ମୟୂର ବିହାର, ରୋହିଣୀର ସ୍କୁଲଗୁଡ଼ିକୁ ଏହି କଲ୍ ଆସିଥିଲା । କୁହାଯାଉଛି ଯେ ସକାଳେ…

ମହିଳା ସିରିଏଲ୍ କିଲରର ଅମାନୁଷିକ କାଣ୍ଡ: ଘରୁ ଉଦ୍ଧାର ହେଲା ଦୁଇ ଡଜନରୁ ଅଧିକ ମୃତଦେହ

ସିରିଏଲ୍ କିଲର୍ ର ଅମାନୁଷିକ କାଣ୍ଡ । ପ୍ରେମରେ ଫସାଇ ସୃଷ୍ଟି କରୁଥିଲା ସମ୍ପର୍କ । ବିବାହ ଜାଲରେ ଫସାଇ ନେଉଥିଲା ଜୀବନ । ଘରକୁ କରିଥିଲା ମଶାଣୀ । ସିରିଏଲ୍ କିଲର୍ ଏମିତି ଏକ ଶବ୍ଦ ଯାହାର ନାଁ ଶୁଣିଲେ…

ମାର୍ଚ୍ଚରୁ ବାରାଣସୀ ଷ୍ଟେସନରୁ କାଶୀ ବିଶ୍ୱନାଥକୁ ରୋପ କାର ସେବା ଆରମ୍ଭ

ବାରାଣସୀ: ବାରାଣସୀରେ ରେଳ ଷ୍ଟେସନରୁ କାଶୀ ବିଶ୍ୱନାଥ ମନ୍ଦିର ପର୍ଯ୍ୟନ୍ତ ୪ କିଲୋମିଟର ଲମ୍ବା ରୋପ କାର୍ ସେବା ୮୦୦ କୋଟି ଖର୍ଚ୍ଚରେ ମେ ୨୦୨୬ ସୁଦ୍ଧା କାର୍ଯ୍ୟକ୍ଷମ ହେବାର ଯୋଜନା ରହିଛି। ଏହା ଦେଶର ପ୍ରଥମ ଆନ୍ତଃନଗର ସେବା ହେବ…

ଦିଲ୍ଲୀ ବିସ୍ଫୋରଣ ମାମଲା : ମାଷ୍ଟରମାଇଣ୍ଡ ବିଲାଲ ଗିରଫ

ନୂଆଦିଲ୍ଲୀ : NIA ଟିମକୁ ମିଳିଲା ବଡ଼ ସଫଳତା । NIA ଗତମାସରେ ଦିଲ୍ଲୀ ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି । ଦିଲ୍ଲୀ ବିସ୍ଫୋରଣ ମାମଲାରେ ବାରମୁଲ୍ଲାର ଡାକ୍ତର ବିଲାଲ ନାସିର ମଲ୍ଲାଙ୍କୁ ଗିରଫ କରାଯାଇଥିଲା । ଏହି…