ମହାନଦୀ ଜଳ ବିବାଦ ମାମଲା: ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠିତ
ଭୁବନେଶ୍ୱର : ମହାନଦୀ ଜଳ ବିବାଦ ମାମଲା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ୭ ଜଣିଆ କମିଟି ଗଠନ କରାଯାଇଛି । ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ,…