ବାରବାଟୀ ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ତରଫରୁ ଏ ସମ୍ପର୍କରେ ସୂଚନା…