ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ପୁରୀ : ପୁରୀରେ ଦୁଇଦିନିଆ ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ । ଅକ୍ଷୟ ଶକ୍ତି ଓ ଗ୍ରୀନ ଟେକନୋଲୋଜି ନେଇ ସମ୍ମିଳନୀରେ ହୋଇଛି ଆଲୋଚନା । ଓଡିଶା ଅକ୍ଷୟ ଶକ୍ତି ଓ ଗ୍ରୀନ୍ ଟେକ୍ନୋଲୋଜି କ୍ଷେତ୍ରରେ ବହୁତ ଅଗ୍ରଗତି କରିଥିବା କହିଛନ୍ତି…
ପୁରୀ : ପୁରୀରେ ଦୁଇଦିନିଆ ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ । ଅକ୍ଷୟ ଶକ୍ତି ଓ ଗ୍ରୀନ ଟେକନୋଲୋଜି ନେଇ ସମ୍ମିଳନୀରେ ହୋଇଛି ଆଲୋଚନା । ଓଡିଶା ଅକ୍ଷୟ ଶକ୍ତି ଓ ଗ୍ରୀନ୍ ଟେକ୍ନୋଲୋଜି କ୍ଷେତ୍ରରେ ବହୁତ ଅଗ୍ରଗତି କରିଥିବା କହିଛନ୍ତି…
ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି ଆଠଗଡ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ରାଜକୁମାର ଦାସ ଶନିବାର ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣାର ବିବରଣୀରୁ ପ୍ରକାଶ, ୨୦୨୨ ଫେବୃୟାରୀ ୨୨ ତାରିଖ ଦିନ…
ବଣାଇ : ଟ୍ରଲରରେ ପିଟି ହେଲା ବାଇକ । ଚାଲିଗଲା ଦୁଇଜଣଙ୍କ ଜୀବନ । ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ୧୪୩ ନମ୍ବର ଜାତୀୟ ରାଜପର ଲୁଥୁର୍ବା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ଟିକ୍ରାପୋଷ ଗାଁର ଯଶକେତନ…
ଭୁବନେଶ୍ୱର : ରାଜଧାନୀରେ ହାଇପ୍ରୋଫାଇଲ ବନ୍ଧୁକ ଚାଲାଣ ରାକେଟ । କାର୍ ଭିତରୁ ଜବତ ହେଲା ୧୧ ମାଉଜର । ଭୁବନେଶ୍ବର ଖଣ୍ଡଗିରି ଅଞ୍ଚଳରୁ ଜବତ କଲା ସ୍ପେଶାଲ କ୍ରାଇମ ୟୁନିଟ । ଏକ କାର୍ ଯୋଗେ ବନ୍ଧୁକ ବିହାରରୁ ବ୍ରହ୍ମପୁର…
କରଞ୍ଜିଆ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ପାର୍ବତୀପୁର ଗାଁ ଆମ୍ବ ବଗିଚାରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଶୁକୃଳି ମେଡିକାଲ ଓ ପରେ କେନ୍ଦୁଝର…
ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ହସପିଟାଲ ସୁଇପର ଅଫିସରେ ଅଗ୍ନିକାଣ୍ଡ । ସଫେଇ ପାଇଁ ରଖାଯାଇଥିବା ଏସିଡରୁ ନିଆଁ ଲାଗିଥିବା ସୂଚନା । ରୁମ ଭିତରେ ଫିନାଇଲ, କପଡ଼ା, ସ୍ପିରିଟ, ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ଷ୍ଟକ୍ ରହିଥିଲା…
ବାରଙ୍ଗ: ନନ୍ଦନକାନନକୁ ଆସିଲେ ୪ ପ୍ରଜାତିର ୧୯ ଜୀବଜନ୍ତୁ । କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଗୁଜୁରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନ ମଧ୍ୟରେ ଜନ୍ତୁ ଅଦଳବଦଳ ହୋଇଛି । ଏହି ବିନିମୟରେ…
ଭୁବନେଶ୍ବର: ଇଣ୍ଡିଗୋ ବିମାନ ବିଭ୍ରାଟ । କ୍ରିକେଟରଙ୍କ ଟ୍ରାଭେଲ ପ୍ଲାନ ପ୍ରଭାବିତ । ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ କିଛି କ୍ରିକେଟରଙ୍କ ଗସ୍ତ ସମୟ ପରିବର୍ତ୍ତନ ହୋଇଥିବା ସୂଚନା ମିଳିଛି । ଇଣ୍ଡିଗୋ ପରିବର୍ତ୍ତେ ସେମାନେ ଏୟାରଇଣ୍ଡିଆ ବିମାନରେ ଭୁବନେଶ୍ବର…
କଟକ: ଦିନକରେ ସରିଗଲା ୧୦ହଜାର ଟିକେଟ୍ । ଶେଷ ହେଲା ବାରବାଟୀ ଟିକେଟ ବିକ୍ରି । ଏବେ ଅପେକ୍ଷା ୯ ତାରିଖକୁ । ଫଟାଫଟ ମ୍ୟାଚ୍ ଅପେକ୍ଷାରେ ଦର୍ଶକ । ଯିଏ ପାଇଲା ଖୁସ ଆଉ ଯିଏ ନ ପାଇଲା ମନ…
ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଏବଂ ପ୍ରଣିତକାନ୍ତି ସାମଲ ବିଜେପିରେ ମିଶିଛନ୍ତି। ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ଵାଳ, ବନ୍ତ ବ୍ଲକ ଅଧ୍ୟକ୍ଷ…