ବାରବାଟୀ ଟିକେଟ ବିକ୍ରି ଶେଷ: ଦିନକରେ ସରିଲା ୧୦ହଜାର ଟିକେଟ୍
କଟକ: ଦିନକରେ ସରିଗଲା ୧୦ହଜାର ଟିକେଟ୍ । ଶେଷ ହେଲା ବାରବାଟୀ ଟିକେଟ ବିକ୍ରି । ଏବେ ଅପେକ୍ଷା ୯ ତାରିଖକୁ । ଫଟାଫଟ ମ୍ୟାଚ୍ ଅପେକ୍ଷାରେ ଦର୍ଶକ । ଯିଏ ପାଇଲା ଖୁସ ଆଉ ଯିଏ ନ ପାଇଲା ମନ…
କଟକ: ଦିନକରେ ସରିଗଲା ୧୦ହଜାର ଟିକେଟ୍ । ଶେଷ ହେଲା ବାରବାଟୀ ଟିକେଟ ବିକ୍ରି । ଏବେ ଅପେକ୍ଷା ୯ ତାରିଖକୁ । ଫଟାଫଟ ମ୍ୟାଚ୍ ଅପେକ୍ଷାରେ ଦର୍ଶକ । ଯିଏ ପାଇଲା ଖୁସ ଆଉ ଯିଏ ନ ପାଇଲା ମନ…
ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଏବଂ ପ୍ରଣିତକାନ୍ତି ସାମଲ ବିଜେପିରେ ମିଶିଛନ୍ତି। ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ଵାଳ, ବନ୍ତ ବ୍ଲକ ଅଧ୍ୟକ୍ଷ…
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଅଭାବନୀୟ ଘଟଣା। ମାତିଛନ୍ତି ଖଣି ମାଫିଆ। ସୋର ଥାନା ଦାଣ୍ଡହରିପୁର ଗ୍ରାମରେ ପଥର ଗାଡ଼ି ଧରିବାକୁ ଯାଇଥିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି ଅପରାହ୍ନରେ ବାଲେଶ୍ୱର କନିଷ୍ଠ…
ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତାରେ ଏକ ବାଇକ୍ ଧକ୍କା ଦେବାରୁ ଜଣେ ଗର୍ଭବତୀ ମହିଳା ଏବଂ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ସେମାନଙ୍କ ଦୁଇ ବର୍ଷର ପୁଅ ଆହତ ହୋଇଥିବା ଜଣାପଡିଛି। ମୃତକଙ୍କ ନାମ ପ୍ରତାପ ମଲ୍ଲିକ…
ଭୁବନେଶ୍ୱର: ଗତ ନଭେମ୍ବର ୨୪ରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ନଜରକୁ ଆସିଛି। ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି…
ନୂଆଦିଲ୍ଲୀ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ ଯାତ୍ରା। ଶୁକ୍ରବାର ବିମାନ କମ୍ପାନୀଗୁଡ଼ିକ ଅଚାନକ ଟିକେଟ ଦର ବୃଦ୍ଧି କରିବା ଫଳରେ ଯାତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ପ୍ରାୟ ୮ରୁ ୧୦ ଗୁଣା ପର୍ଯ୍ୟନ୍ତ ଟିକେଟ ଦର ବୃଦ୍ଧି କରିଛନ୍ତି…
ନୂଆଦିଲ୍ଲୀ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ଦୁଇ ଦେଶର ନେତା ତଥା ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବହୁ ଗୁରୁତ୍ଵପୂର୍ଣ୍ଣ ଆଲୋଚନା ହୋଇଛି। ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି…
ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର ଶେଷ ଦିନ। ସାନ୍ଧ୍ୟ ଭୋଜନ ପରେ ରାତି ୯ଟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ସ୍ବଦେଶ ଫେରିଯିବେ। ରାତି ୭ଟାରେ ରାଷ୍ଟ୍ରପତି ଭବନରେ ସାନ୍ଧ୍ୟଭୋଜନର ଆୟୋଜନ ହୋଇଛି। ତେବେ ପୁଟିନଙ୍କ…
ନୂଆଦିଲ୍ଲୀ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ ଏବଂ ରୁଷ ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ। ଏ ନେଇ ଦୁଇ ଦେଶ ମଧ୍ୟରେ ଶୁକ୍ରବାର ବୁଝାମଣା ହୋଇଛି। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଗସ୍ତ…
ନୂଆଦିଲ୍ଲୀ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା ଦେଇଥିବା ସଙ୍କଟକୁ ନେଇ ବଡ ପଦକ୍ଷେପ ନେଇଛି ଡିଜିସିଏ । ନିୟମରେ ପରିବର୍ତ୍ତନ କରି ଡିଜିସିଏ ସାପ୍ତାହିକ ଛୁଟି ନିର୍ଦ୍ଦେଶ ପ୍ରତ୍ୟାହାର କରିନେଇଛି । ଏହି ନିର୍ଦ୍ଦେଶ ପରେ ପରିସ୍ଥିତି ଶୀଘ୍ର…