ଖାଇକୁ ଖସିଲା ବରଯାତ୍ରୀ କାର୍, ୫ ମୃତ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଚମ୍ପୱାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟ ନିକଟରେ ବାଗଧାରା ଏକ ବରଯାତ୍ରୀ ଗାଡ଼ି ବିବାହ ଅତିଥିମାନଙ୍କୁ ନେଇ ଯାଉଥିବା ଏକ କାର ଗଭୀର ଘାଟିକୁ ଖସିପଡ଼ିଛି । ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି ।…
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଚମ୍ପୱାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟ ନିକଟରେ ବାଗଧାରା ଏକ ବରଯାତ୍ରୀ ଗାଡ଼ି ବିବାହ ଅତିଥିମାନଙ୍କୁ ନେଇ ଯାଉଥିବା ଏକ କାର ଗଭୀର ଘାଟିକୁ ଖସିପଡ଼ିଛି । ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି ।…
ନୂଆଦିଲ୍ଲୀ : ରୁଷର ରାଷ୍ଟ୍ରପତି ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି । ପୁଟିନଙ୍କୁ ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରାଯାଇଛି । ଏହାପରେ ହାଇଦ୍ରାବାଦ ହାଉସ୍ରେ ପ୍ରଧାନମନ୍ତ୍ରୀ ମୋଦି ଓ ରୁଷୀୟ ରାଷ୍ଟ୍ରପତି ଦ୍ୱିପାକ୍ଷୀୟ ଆଲୋଚନା କରିଛନ୍ତି । ମୋଦି…
ନୂଆଦିଲ୍ଲୀ : ଦେଶର ସବୁଠୁ ବଡ଼ ଏୟାରଲାଇନ୍ ଇଣ୍ଡିଗୋ ଏବେ ସଙ୍କଟ ଦେଇ ଗତି କରୁଛି । ବିଗତ ୪ ଦିନ ହେଲାଣି ବିମାନ ଉଡ଼ାଣ ଲଗାତାର ବିଳମ୍ବ ଏବଂ ବାତିଲ ହେବା ଯୋଗୁଁ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି । ଗୁରୁବାର…
ପାରାଦୀପ: ଦଶ ଘଣ୍ଟା ପଡ଼ିରହିଲା ମା’ର ମୃତଦେହ । ସମ୍ପତ୍ତି ଭାଗ ବଣ୍ଟାକୁ ନେଇ ଛିଡ଼ିଲାନି ବିବାଦ । ମାନବିକତା ଭୁଲିଗଲା ଜନ୍ମିତ ସନ୍ତାନ । ସମ୍ପତ୍ତି ଲୋଭରେ ଭୁଲିଗଲା ସମ୍ପର୍କ । ମୋ ଭାଗ ସମ୍ପତ୍ତି ଦିଅ । ନହେଲେ…
ଭୁବନେଶ୍ବର: ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲା । ଦଲାଲ ଅରବିନ୍ଦ ଦାସର ସହଯୋଗୀ ବିରଞ୍ଚି ନାୟକକୁ ପୁରୀରୁ ଉଠାଇ ଆଣିଲା ପୋଲିସ । ନୋଟିସ ପାଇ ହାଜର ନହେବାରୁ ସିବିଆଇ ତାଙ୍କୁ ଉଠାଇ ଆଣିଥିବା ସୂଚନା । ବିରଞ୍ଚି,…
ବ୍ରହ୍ମଗିରି : ପକ୍ଷୀ ଶିକାର ବେଳେ ବ୍ରହ୍ମଗିରି ବନବିଭାଗ ଚଢ଼ାଉ କରି ୪ ଜଣ ନବାଳକଙ୍କୁ ଧରିବା ସହ ୨ ଟି ମୃତ ବିଦେଶୀ ପକ୍ଷୀ ଜବତ କରିଛି । ବ୍ରହ୍ମଗିରି ବନବିଭାଗ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ରାତି ଅଧରୁ…
ମାଲକାନଗିରି : ବାତିଲ ହେଲା ANM ପରକ୍ଷା । ମାଲକାନଗିରି ଜିଲ୍ଲାରେ ANM ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହୋଇଛି ଆଜିର ପରୀକ୍ଷା । ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ…
ଭୁବନେଶ୍ବର: ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ପ୍ରାଥମିକ ଶିକ୍ଷକ ମହାସଂଘର ବଡ଼ ବିକ୍ଷୋଭ । ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ । ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ହଜାର ହଜାର ଶିକ୍ଷକ…
ପାରାଦୀପ: ବୁଡ଼ିଗଲା ଡଙ୍ଗା, ମତ୍ସ୍ୟଜୀବୀ ନିଖୋଜ । ପାରାଦୀପ ଅଠରବାଙ୍କି ବାଲିପ୍ଲଟ ନିକଟ କାଉଡ଼ିଆ ନଦୀରେ ଡଙ୍ଗା ବୁଡ଼ି ଜଣେ ଯାଇ ଜଣେ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି । ନିଖୋଜ ମତ୍ସ୍ୟଜୀବୀ ଜଣକ ଯଦୁପୁର ଗାଁର ପ୍ରଫୁଲ୍ଲ ବେହେରା । ନଦୀରୁ…
ଭୁବନେଶ୍ବର: ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା । ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା ହୋଇଛି ।…