ଭାରତରେ ରୁଷ ରାଷ୍ଟ୍ରପତି ପୁଟିନ, ଆଲିଙ୍ଗନ କରି ସ୍ବାଗତ କଲେ ମୋଦି
ନୂଆଦିଲ୍ଲୀ : ଭାରତରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଦିଲ୍ଲୀର ପାଲମ ବିମାନବନ୍ଦରରେ ଓହ୍ଲାଇଛନ୍ତି ରୁଷ ରାଷ୍ଟ୍ରପିତ ଭ୍ଲାଦିମିର ପୁଟିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୋଟୋକଲ ଭାଙ୍ଗି ପୁଟିନଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ପୁଟିନଙ୍କୁ ସ୍ୱାଗତ…