ମୋହନଲାଲ ଦାଦାସାହେବ ଫାଲକେ ପାଇଁ ମନୋନୀତ

ନୂଆଦିଲ୍ଲୀ : ମାଲାୟାଲମ ସମେତ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା, ନିର୍ଦେଶକ ଓ ପ୍ରଯୋଜକ ମୋହନଲାଲଙ୍କୁ ସମ୍ମାନ ଜନକ ଦାଦାସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଆସନ୍ତା ମଙ୍ଗଳବାର ଏଠାରେ ଅନୁଷ୍ଠିତ ହେବାକୁ ଥିବା ୭୧ ତମ…

ଭାରତ-ପାକିସ୍ତାନ ସୁପର-୪ ମୁକାବିଲା ଆଜି

ଦୁବାଇ : ଚଳିତ ଏସିଆ କପ୍‌ରେ ଠିକ୍‌ ସପ୍ତାହକ ପରେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ଭାରତ ଓ ପାକିସ୍ତାନ ମଧ୍ୟରେ ପୁଣି ମୁକାବିଲା ହେବ। ଆଜି ଉଭୟ ଦଳ ସେମାନଙ୍କ ପ୍ରଥମ ସୁପର-୪ ମ୍ୟାଚ୍‌ ଖେଳିବେ। ସ୍ବାଭାବିକ ଭାବେ ଉଭୟ ଦଳ…

ବାଣ ଗୋଦାମରେ ବିସ୍ଫୋରଣ: ଦୁଇ ମୃତ, ୮ ଆହତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଗାଁରେ ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ…

ଏବେ ହେବନି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ : ମନମୋହନ

ଭୁବନେଶ୍ଵର : ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଆଜି ସମ୍ବଲପୁରରେ ପହଞ୍ଚି ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ କରିଛନ୍ତି। ଏହି ସମୟରେ ମନମୋହନ ନୂଆପଡ଼ା ଉପନିର୍ବାଚନକୁ ନେଇ ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଏଥର…

ବ୍ରହ୍ମପୁରରେ ନୁହେଁ ଝାରସୁଗୁଡାରେ ହେବ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ !

ଭୁବନେଶ୍ଵର: ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ` ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ସେବା ପକ୍ଷ ଅବସରରେ ସେ ସରକାରଙ୍କର ଏକ…

ନିଶାମୁକ୍ତ ହେବ ଭାରତ: ଗଣଦୌଡରେ ମୁଖ୍ୟମନ୍ତ୍ରୀ ହେଲେ ସାମିଲ

ଭୁବନେଶ୍ଵର : ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ଦିନ ଉପଲକ୍ଷେ ବିଜେପିର ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମମାନ ଆରମ୍ଭ ହୋଇଛି। ରବିବାର ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। କ୍ରୀଡା ଓ ଯୁବ ସେବା ବିଭାଗ ଏବଂ ବିଜେପି ଜନତା…

ଚିକିତ୍ସା ଅବହେଳାରୁ ଚାଲିଗଲା ରୋଗୀଙ୍କ ଜୀବନ

ବଲାଙ୍ଗୀର : କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି । ସୂଚନା ଅନୁସାରେ ଜୁନାଗଡ ବ୍ଲକ ମକରସୋଲା ଗାଁର ଦୈମତି ଭୋଈଙ୍କୁ ୪ ଦିନ ହେବ…

ପୂର୍ବ ଶତ୍ରୁତା, ଶୋଇଥିବା ବେଳେ ଦାଦାକୁ ହତ୍ୟା କଲା ପୁତୁରା

ଆନନ୍ଦପୁର : ଘରେ ଶୋଇଥିବା ବେଳେ ଟାଙ୍ଗିଆରେ ହାଣି ହତ୍ୟା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପୁତୁରା ହତ୍ୟା କରିଥିବା ନେଇ ପରିବାରର ଅଭିଯୋଗ । ଆନନ୍ଦପୁର ଥାନା ସୁନ୍ଦୁରିଆ ଗାଁରେ ଘଟିଛି ହତ୍ୟାକାଣ୍ଡ । ଗାଁର ଜଗବନ୍ଧୁ ଦେଓଗାମ ରାତିରେ…

ଫେରାର ବିଚାରାଧୀନ କଏଦୀଙ୍କ ମୃତଦେହ ଉଦ୍ଧାର

ରାଉରକେଲା : ଫେରାର କଏଦୀର ମୃତଦେହ ଉଦ୍ଧାର । ରାଉରକେଲା ସ୍ବତନ୍ତ୍ର କାରାଗାରରୁ ବିଚାରାଧୀନ ଫେରାର ହୋଇଥିବା କଏଦୀର ମୃତ ଦେହ ଉଦ୍ଧାର । ସ୍ବତନ୍ତ୍ର କାରାଗାରର ପଛପଟ ଦୂର୍ଗାପୁର ପାହାଡ ତଳ ଶିବ ମନ୍ଦିରର ନିକଟରୁ ମୃତଦେହ ଉଦ୍ଧାର ।…

ସ୍କୁଲ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ନୀତି ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ସ୍କୁଲ ଏବଂ ଗଣଶିକ୍ଷା (S&ME) ବିଭାଗ ଅଧୀନରେ କାର୍ଯ୍ୟରତ ଅଧିକାରୀମାନଙ୍କ (ଶିକ୍ଷକ ବ୍ୟତୀତ) ପାଇଁ ବଦଳି ଏବଂ ପୋଷ୍ଟିଂ ନୀତି ପ୍ରଣୟନ କରିଛନ୍ତି । ସ୍କୁଲ ଏବଂ ଗଣଶିକ୍ଷା (S&ME) ବିଭାଗର କମିଶନର-କମ୍-ସଚିବ ଶାଳିନୀ ପଣ୍ଡିତଙ୍କ ଦ୍ୱାରା…