ସଂସ୍କୃତି ଓ ଲୋକକଳା ବଞ୍ଚାଇବା ଦାୟିତ୍ବ ଆମର: ଗଣଶିକ୍ଷାମନ୍ତ୍ରୀ
ନବରଙ୍ଗପୁର : ଜିଲ୍ଲାସ୍ତରୀୟ ଲୋକମହୋତ୍ସବ ମଣ୍ଡେଇ ଲୋକକଳା, ସଂସ୍କୃତି, ପରମ୍ପରା, ଐତିହ୍ୟ, ଚାଳିଚଳଣୀ ଓ ଆସ୍ଥାକୁ ଉତ୍ସବ ମାଧ୍ୟମରେ ପରିପ୍ରକାଶ କରିବାର ଏକ ଜନଅନ୍ଦୋଳନ ଭାବେ ଉଭା ହୋଇଛି। ଏପରି ମତବ୍ୟକ୍ତ କରିଛନ୍ତି ନବରଙ୍ଗପୁର ଜିଲ୍ଲାର ଆଦିବୀସୀ ସଂସ୍କୃତି ଓ ପରମ୍ପରାକୁ…