ଆରାବଳୀ ପର୍ବତମାଳାରେ ନୂଆ ଖଣି ଲିଜ୍କୁ ନିଷିଦ୍ଧ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଆରାବଳୀ ପର୍ବତମାଳା ଅଞ୍ଚଳରେ ନୂଆ ଖଣି ଲିଜ୍କୁ ସୁପ୍ରିମକୋର୍ଟ ନିଷିଦ୍ଧ କରିଛନ୍ତି। ଗୁରୁବାର ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବଇଙ୍କ ନେତୃତ୍ବାଧୀନ ପୀଠ ଦେଇଥିବା ନିର୍ଦେଶ ଅନୁଯାୟୀ ଆରାବଳୀ ପର୍ବତ ଓ ଏହାର ସଂଲଗ୍ନ ପର୍ବତମାଳାରେ ନୂଆ ଖଣି ଖନନ…