ବାପା ଓ ସାବତ ମାଆକୁ ହତ୍ୟା କଲା ପୁଅ
କଟକ: କଟକରେ ଡବଲ ମର୍ଡର । ବାପା ଓ ସାବତ ମାଆକୁ ହତ୍ୟା କଲା ନୃଶଂସ ପୁଅ । ଦରଘା ବଜାର ଓଲ୍ଡ ଜେଲ୍ କଲୋନୀରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଦୀପକ କୁମାର ଦାସ ଓ ରିତାରାଣୀ ଦାସ…
କଟକ: କଟକରେ ଡବଲ ମର୍ଡର । ବାପା ଓ ସାବତ ମାଆକୁ ହତ୍ୟା କଲା ନୃଶଂସ ପୁଅ । ଦରଘା ବଜାର ଓଲ୍ଡ ଜେଲ୍ କଲୋନୀରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଦୀପକ କୁମାର ଦାସ ଓ ରିତାରାଣୀ ଦାସ…
ମାଲକାନଗିରି: ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅଂଚଳରେ ଘଟିଛି ଏପରି ଘଟଣା। ଏଥିରେ ସଂପୃକ୍ତ ଥିବା ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଥିଲି ପୋଲିସ। ଉକ୍ତ…
ଭୁବନେଶ୍ୱର: ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ…
ଭୁବନେଶ୍ୱର: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା। ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ। ରେଳ ବିଭାଗର…
ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ…
ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୪୦ରୁ ଅଧିକ ସ୍ଥାନରେ ଏକା ସମୟରେ ଚଢାଉ କରିଛନ୍ତି । କୋଇଲା ଚୋରି ଏବଂ ଅବୈଧ ଖଣି ଖନନ ଅଭିଯୋଗରେ ଅଭିଯୁକ୍ତ ନେଟୱାର୍କ ଗୁଡ଼ିକୁ ଟାର୍ଗେଟ କରିଛି ଇଡି । ପ୍ରବର୍ତ୍ତନ…
ପାଟଣା: ନୀତଶ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ କରାଯାଇଛି। ୨୦ ବର୍ଷ ପରେ ନୀତିଶ କୁମାର ଗୃହ ବିଭାଗ ଛାଡ଼ିଛନ୍ତି। ଏହି ବିଭାଗ ବିଜେପି ପାଖକୁ ଚାଲିଯାଇଛି । ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ଗୃହ ବିଭାଗର ଦାୟିତ୍ୱ ସମ୍ଭାଳିବେ । ଏବେ…
ନୂଆଦିଲ୍ଲୀ: ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଆଫ୍ରିକାରେ ଅନୁଷ୍ଠିତ ହେଉଥିବା ପ୍ରଥମ G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ଜୋହାନ୍ସ ବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି।…
ନୂଆଦିଲ୍ଲୀ : ମୋଦୀ ସରକାର ୨୧ ନଭେମ୍ବରରୁ ସାରା ଦେଶରେ ଚାରୋଟି ନୂଆ ଲେବର୍ କୋଡ୍ ଲାଗୁ କରିଛନ୍ତି । ଏଥିରେ ସର୍ବନିମ୍ନ ଦରମା, ନିଯୁକ୍ତ ପତ୍ର, ସମାନ କାମକୁ ସମାନ ଦରମା,ସାମାଜିକ ସୁରକ୍ଷା , ଓଭର୍ଟାଇମ୍କଲେ ଦୁଇ ଗୁଣା ଦରମା,ଫିକ୍ସ…
ବାଂଲାଦେଶ: ଆଜି ସକାଳ ୧୦:୧୦ରେ ବାଂଲାଦେଶର ବିଭିନ୍ନ ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲ ଏହାର ତୀବ୍ରତା ୫.୭ ମାପିଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ଥିଲା । ଯାହା ଫଳରେ ପ୍ରାୟ ୧୭ ସେକେଣ୍ଡ ପାଇଁ ଭୂମି ଥରି…