ବିଜାପୁର ମାଓ ସଙ୍ଗଠନର ଶୀର୍ଷ ନେତା ବାରସେ ଦେବୀଙ୍କ ସହ ଆତ୍ମସମର୍ପଣ କଲେ ୪୦ ମାଓବାଦୀ
ମାଲକାନଗିରି : ଆତ୍ମସମର୍ପଣ କଲେ ୪୦ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ମାଓ ସଙ୍ଗଠନର ଶୀର୍ଷ ନେତା ବାରସେ ଦେବୀଙ୍କ ସହ ୪୦ ଜଣ ତେଲେଙ୍ଗାନାରେ ଆତ୍ମସମର୍ପଣ କରିଛନ୍ତି । ମାଓବାଦୀଙ୍କ ସବୁଠାରୁ ଘାତକ ବାଟାଲିୟନ PLGA…