ରାଜ୍ୟର ୩୪ ଲକ୍ଷ ଚାଷୀଙ୍କୁ ମିଳିଲା ପିଏମ୍ କିଷାନ୍ ଟଙ୍କା
ଭୁବନେଶ୍ୱର: ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଓ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ମୁଁ ଚାହେଁ ଯେ କୃଷକ ମାନଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଯୋଜନାର ସୁବିଧା ସୁଯୋଗ ରାଜ୍ୟର ସମସ୍ତ ଯୋଗ୍ୟ ଚାଷୀ ନିଶ୍ଚିତରୂପେ…