ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ

ବିହାର: ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର…

ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ, ଦିଲ୍ଲୀ ବିସ୍ଫୋରଣ ପୂର୍ବରୁ ଭିଡିଓ କରି କହିଥିଲା ଉମର

ନୂଆଦିଲ୍ଲୀ : ନୂଆଦିଲ୍ଲୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଆତଙ୍କୀ ଡାକ୍ତର ଉମର ନବୀର ନୂଆ ଭିଡିଓ ସାମ୍ନାକୁ ଆସିଛି । ଏହି ଭିଡିଓରେ ଉମର ନବୀ ଇଂଲିଶରେ ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ ବୋଲି କହୁଛି । ଆତ୍ମଘାତୀ ଆକ୍ରମଣକୁ ସଠିକ୍ ବୋଲି…

ସାଉଦି ଆରବ ବସ୍ ଦୁର୍ଘଟଣା: ଚାଲିଗଲା ହାଇଦ୍ରାବାଦର ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ

ହାଇଦ୍ରାବାଦ : ସାଉଦି ଆରବ ମଦିନାରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ୪୨ ଜଣ ଭାରତୀୟଙ୍କ ଜୀବନ ଚାଲିଯାଇଛି । ଏହି ଘଟଣାରେ ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ ଚାଲିଯାଇଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ ପିଢିଙ୍କ ଜୀବନଯାତ୍ରା…

ଗୁମ୍ମାଝରଣ ଜଳପ୍ରପାତରେ ଭାସିଗଲେ ୨ ଯୁବକ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଗୁମ୍ମାଝରଣ ଜଳପ୍ରପାତରେ ଭାସିଯାଇ ୨ ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି। ସେମାନେ ହେଲେ ଜେ. ଶ୍ରୀକାନ୍ତ ଏବଂ ଲିଙ୍ଗରାଜ ମହାପାତ୍ର। ଉଭୟଙ୍କ କୋରାପୁଟ ଜିଲା ଜୟପୁରରେ। ମଙ୍ଗଳବାର କିଛି ପର୍ଯ୍ୟଟକ ଗୁମ୍ମାଝରଣ ଜଳପ୍ରପାତକୁ ବୁଲିବାକୁ…

ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ

ସମ୍ବଲପୁର : ୧୨୦ ଗ୍ରାମ ବ୍ରାଉନ ସୁଗର ଜବତ, ଜଣେ ଗିରଫ । ସମ୍ବଲପୁର ଟାଉନ ପୋଲିସ ଦ୍ୱାରା ବ୍ରାଉନ ସୁଗର ଜବତ ହୋଇଛି । ଦୁଇ ଗିରଫ ଅଭିଯୁକ୍ତ ହେଲେ ମହମ୍ମଦ ନୁମାଲ ଓ ମହମ୍ମଦ ସହେଲ l ଏହି…

ଏସସିବିରେ ଆଇସିୟୁରେ ଯୁବତୀଙ୍କୁ ଅସଦାଚରଣ !

କଟକ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ…

ବାଂଲାଦେଶୀ ନାବାଳିକା ଚାଲାଣ: ୧୦ ଜଣଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ଵର : ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି। ଭୁବନେଶ୍ଵର ସ୍ପେଶାଲ କୋର୍ଟରେ ଏନ୍‌ଆଇଏ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ବାଂଲାଦେଶୀ ନାବାଳିକା ମାନଙ୍କୁ ଚାକିରି ଦେବା ନାଁରେ ଆଣି ଅନୈତିକ କାର୍ଯ୍ୟରେ ଲଗାଉଥିବା…

ଜିଲ୍ଲାପାଳ-ଏସପି ସମ୍ମିଳନୀ: ଫିଲ୍ଡ ଭିଜିଟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱରରେ ଦୁଇ ଦିନିଆ ଜିଲ୍ଲାପାଳ ଓ ଏସପି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଲୋକସେବା ଭବନ କନଭେନସନ ସେଣ୍ଟରରେ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମନୋଜ…

ଜଙ୍ଗଲରୁ ଦନ୍ତାର ମୃତଦେହ ଉଦ୍ଧାର

ସମ୍ବଲପୁର: ରାଜ୍ୟରେ ଥମୁନି ହାତୀ ମୃତ୍ୟୁ । କେତବେଳେ, ବିଦ୍ୟୁତ ଆଘାତରେ ଜୀବନ ଯାଉଚି ତ ଆଉ କେତବେଳେ, କୂଅ ଓ ବଡ ବଡ ଗାତରେ ପଡି । ଏହି ପରିପ୍ରେକ୍ଷୀରେ ପୁଣି ଉଦ୍ଧାର ହୋଇଛି ଦନ୍ତା ହାତୀର ମୃତ ଦେହ…

୨୦୨୭ ଜାତୀୟ ଜନ ଗଣନା: ୨୦୨୬ ଏପ୍ରିଲରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ପ୍ରକ୍ରିୟା

ଭୁବନେଶ୍ୱର: ଖୁବଶୀଘ୍ର ହେବାକୁ ଯାଉଛି ଓଡ଼ିଶାରେ ଜାତୀୟ ଜନ ଗଣନା । ୨୦୨୭ ଜାତୀୟ ଜନ ଗଣନା ପାଇଁ ୨୦୨୬ ଏପ୍ରିଲରୁ ପ୍ରଥମ ପର୍ଯ୍ୟାୟ ପ୍ରକ୍ରିୟା ଆରମ୍ଭ ହେବ । ଜନଗଣନା ପୂର୍ବରୁ ଆରମ୍ଭ ହୋଇଛି ପୂର୍ବ ପରୀକ୍ଷା ଜନଗନଣନା ।…