ନୂଆବର୍ଷର ଅଭିନନ୍ଦନ ଜଣାଇବାକୁ କାର୍ଯ୍ୟାଳୟକୁ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ବର: ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଦିନଟି ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ସାଧାରଣ କାର୍ଯ୍ୟଦିବସ ଭାବେ ଚାଲିବ। ତେବେ ମୁଖ୍ୟମନ୍ତ୍ରୀଙ୍କୁ…