ନୂଆବର୍ଷ ପରଠାରୁ ଆହୁରି ବଢିବ ସୁନା ଦର !

ନୂଆଦିଲ୍ଲୀ: ଯଦି ଆପଣ ସୁନା କିଣିବାକୁ ଯାଉଛନ୍ତି । କିମ୍ବା ଏବେ ସୁନା କିଣୁ ନାହାଁନ୍ତି ଭାବୁଛନ୍ତି କିଛି ଦିନ ପରେ କମିଯିବ ଆଉ ପରେ କିଣିବେ ତେବେ ଏହି ଖବର ଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଆପଣଙ୍କର ଏପରି…

ବାଂଲାଦେଶରେ ଫସିଥିବା ହିନ୍ଦୁଙ୍କ ଜୀବନ ରକ୍ଷା କରିବାକୁ ଭାରତକୁ ନିବେଦନ

ନୂଆଦିଲ୍ଲୀ: ତାରିକ ରହମାନଙ୍କ ଫେରିବା ପରେ ବଢିଲା ବାଂଲାଦେଶୀ ହିନ୍ଦୁଙ୍କ ଭୟ ।ବାଂଲାଦେଶରେ ହିନ୍ଦୁଙ୍କ ଅବସ୍ଥା ଏପରି ହୋଇଯାଇଛି ମୁହଁ ଖୋଲିଲେ ମିଳୁଛି ମୃତ୍ୟୁ ଦଣ୍ଡ ।ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସ ଏବଂ ଅମୃତ ମଣ୍ଡଳଙ୍କୁ ନିର୍ମମ ଭାବେ ହତ୍ୟା…

ଭାରତକୁ ଡ଼ରି ସୀମାରେ ଆଣ୍ଟି –ଡ୍ରୋନ୍ ସିଷ୍ଟମ ଲଗାଇଲା ପାକିସ୍ତାନ

ନୂଆଦିଲ୍ଲୀ: ଭାରତର ଅପରେସନ ସିନ୍ଦୂରକୁ ଭୁଲି ପାରୁନି ପାକିସ୍ତାନ । ନିଜ ଜୀବନ ବଞ୍ଚାଇବାକୁ କରିଲା ନୂଆ ପ୍ଲାନ । ଭାରତର ଘନ ଘନ ଆକ୍ରମଣକୁ ଦେଖି ଛାନିଆ । ଅପରେସନ ସିନ୍ଦୂର’ରେ ଭାରତ ନିଜର ଦମ ଦେଖାଇଥିଲା । ସଫା…

ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବାଲେଶ୍ଵର: ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଏକ ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ ହୋଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ମୃତ ଯୁବକ ଜଣକ ହେଲେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା…

୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ; ଆଜିର ଛାତ୍ରଛାତ୍ରୀ ବୈଜ୍ଞାନିକ ହୋଇ ଦେଶକୁ ଆତ୍ମନିର୍ଭର କରିବେ

କେନ୍ଦୁଝର: କେନ୍ଦୁଝରରେ ୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଗୋଟିଏ ସଭ୍ୟତାର ବିକାଶ ପଛରେ ସବୁଠାରୁ ବଡ ଭୂମିକା ବିଜ୍ଞାନ…

୧୦ ଦଫା ଦାବିରେ ଡାକ୍ତରଙ୍କ ୧ ଘଣ୍ଟିଆ ଓପିଡି ବନ୍ଦ ଆନ୍ଦୋଳନ, ରୋଗୀ ସେବା ବ୍ୟାହତ

କଟକ : ଘଣ୍ଟାଏ ଓପିଡି ବନ୍ଦ । ରୋଗୀ ସେବା ବ୍ୟାହତ । ୧୦ ଦଫା ଦାବିରେ ଡାକ୍ତରଙ୍କ ଆନ୍ଦୋଳନ । ସାରା ଓଡ଼ିଶାରେ ଆନ୍ଦୋଳନ କରୁଛନ୍ତି ଡାକ୍ତର । ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ଓପିଡ଼ି ବନ୍ଦ ରଖୁଛନ୍ତି ।…

ମିଠେଇ ଖାଇବାକୁ ଦେଇ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଶିକ୍ଷକ ଗିରଫ

ବାଙ୍ଗିରିପୋଷି: ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଶିକ୍ଷକ ଗିରଫ । ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ୧୧ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ । ଘର ପାଖ ଦୋକାନକୁ ଯାଇଥିବା ବେଳେ ଜଣେ ଶିକ୍ଷକ ମିଠେଇ ଖାଇବାକୁ ଦେଇ ଦୁଷ୍କର୍ମ…

ରତ୍ନ ଅଳଙ୍କାର ଗଣତିମଣତି ନେଇ ଉଚ୍ଚସ୍ତରୀୟ ବୈଠକ, ମାର୍ଗଦର୍ଶିକା ଅନୁସାରେ କରାଯିବ ସମସ୍ତ କାର୍ଯ୍ୟ

ପୁରୀ : ରତ୍ନ ଅଳଙ୍କାର ଗଣତିମଣତି ନେଇ ଉଚ୍ଚସ୍ତରୀୟ ବୈଠକ । ରତ୍ନଭଣ୍ଡାରରେ ଥିବା ସୁବର୍ଣ୍ଣ ଅଳଙ୍କାରର କରାଯିବ ମେଳକ ଓ ତା ସହ ହେବ ଗଣତମଣତି । ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ବୈଠକ । ରାଜ୍ୟ…

ABVPର ୫୦ ତମ ସମାବେଶରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଉରକେଲା : ରାଉରକେଲାରେ ଆୟୋଜିତ ୫୦ ତମ ABVP ର ରାଜ୍ୟ ସମାବେଶରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ହଜାର ହଜାର ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କଲେ କେନ୍ଦ୍ରମନ୍ତ୍ରୀ । ରାଉରକେଲା ସେକ୍ଟର ୬ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଏହି…

ଶାଶୁକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଜ୍ୱାଇଁ

ବାଲିଗୁଡା : ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ମୃତ । ପାରିବାରିକ କଳହକୁ ନେଇ ଶାଶୁର ମୁଣ୍ଡରେ ଟାଙ୍ଗିଆରେ ଆକ୍ରମଣ କରିଥିଲା ଜ୍ୱାଇଁ । କ.ନୂଆଗାଁ ଥାନା ସିର୍ତିଗୁଡା ପଞ୍ଚାୟତର କୁଡୁପାକିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୁରୁତର ଅବସ୍ଥାରେ…