୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କିରାଣି
କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା…
କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା…
ଭୁବନେଶ୍ବର: ପୁଣି ଇସ୍କନର ମନମାନୀ । ଆସନ୍ତା୨୩ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ତାଇୱାନର ଜିମେଣ୍ଡିଙ୍ଗ ଏମଆରଟି EXIT-6ରେ ଆୟୋଜିତ ହେବାକୁ ଥିବା ଅଦିନିଆ ରଥଯାତ୍ରାରେ ଯୋଗ ଦେବାପାଇଁ ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀଙ୍କୁ…
କଣ୍ଟାବାଞ୍ଝି : ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ବିଜାମାଲ ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ହାତୀ ଛୁଆଟି ଖସି ପଡ଼ିଥିଲା । ସ୍ଥାନୀୟଲୋକେ ଦେଖି ବନବିଭାଗକୁ ଖବର ଦେଇଥିଲେ ।…
ଭଞ୍ଜନଗର : ପୋଖରୀକୁ ପଶିଗଲା କାର୍ । ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଗଙ୍ଗାପୁର ଗାଁ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ନୀଳାଞ୍ଚଳ ପାତ୍ର ଓ ସନ୍ତୋଷ ମହାପାତ୍ର । କାର୍ ଭିତରେ…
କଟକ : ASO ମୁଖ୍ୟ ଲିଖିତ ପରୀକ୍ଷା ବାତିଲ୍ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରିଛନ୍ତି ହାଇକୋର୍ଟ । ଡିସେମ୍ବର ୭ ତାରିଖରେ ସାନି ପରୀକ୍ଷା ହେବ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା…
ଚମ୍ପାରଣ: ପୂର୍ବ ଚମ୍ପାରଣର ସୁଗୈଲୀରେ ଏକ ମତଦାନ କେନ୍ଦ୍ରରେ ଭିଭିପାଟ୍ ସ୍ଲିପ୍ ମିଳିବାକୁ ନେଇ ହଙ୍ଗାମା ହୋଇଛି। ସୁଗୌଲୀରେ ନିମୁଇୟା ଓ୍ବାର୍ଡ ୧୨ରେ ମତଦାନ କେନ୍ଦ୍ର ସଂଖ୍ୟା ୨୧୯ରେ ନିର୍ବାଚନ ପରେ ବୁଧବାର ସକାଳେ ବିଦ୍ୟାଳୟ ସଫେଇ ସମୟରେ ଭିଭିପାଟ୍ ସ୍ଲିପ୍…
ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ସ୍ଵତନ୍ତ୍ର ଆମ୍ବୁଲାନ୍ସରେ ତାଙ୍କୁ ବାସଭବନକୁ ନିଆଯାଇଛି। ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ନିଶ୍ୱାସ ପ୍ରଶ୍ଵାସ ନେବାରେ ସମସ୍ୟା ଅନୁଭବ କରିବା ପରେ ନଭେମ୍ବର ୧ ରେ ତାଙ୍କୁ ବ୍ରିଚ୍ କ୍ୟାଣ୍ଡି…
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ସନ୍ଦିଗ୍ଧ ଅଟକ । ଏକାଧିକ ତଦନ୍ତକାରୀ ସଂସ୍ଥା ଦ୍ଵାରା ଚାଲିଛି ଜେରା । ଦିଲ୍ଲୀ ଲାଲକିଲା ନିକଟରେ କାର୍ ବିସ୍ଫୋରଣ ଘଟଣାରେ ୧୨ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ତଦନ୍ତ ଦଳ । ସନ୍ଦିଗ୍ଧକୁ…
ନୂଆଦିଲ୍ଲୀ: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସସି) ସିଭିଲ ସର୍ଭିତ ମୁଖ୍ୟ ପରୀକ୍ଷା-୨୦୨୫ର ଫଳାଫଳ ପ୍ରକାଶ ପାଇଛି। ଏଥିରେ ୨୭୩୬ ପରୀକ୍ଷାର୍ଥି କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ସାକ୍ଷାତକାର ପରୀକ୍ଷାରେ ଅଂଶଗ୍ରହଣ କରିବା ଲାଗି ଚୟନ ହୋଇଛନ୍ତି। ଗତ ଅଗଷ୍ଟ ୨୨ ତାରିଖରୁ ୩୧ ତାରିଖ…
ମୁମ୍ବାଇ: ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ଫଳରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ରାତିରେ ଗୋବିନ୍ଦା ତାଙ୍କ ଘରେ ଅଚେତ ହୋଇଯାଇଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଅଭିନେତାଙ୍କ ଅନେକ ଡାକ୍ତରୀ ପରୀକ୍ଷା କରାଯାଇଛି।…