ଆସନ୍ତାକାଲି କଟକ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
କଟକ : କଟକ ଜିଲ୍ଲାରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ଥିବାରୁ, ଆସନ୍ତାକାଲି ଜିଲ୍ଲାର ସମସ୍ତ ବିଦ୍ୟାଳୟ, ଡିଗ୍ରୀ କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲାପାଳ ଘୋଷଣା କରିଛନ୍ତି।ଏକ ବିଜ୍ଞପ୍ତିରେ ଜିଲ୍ଲାପାଳ…